ETV Bharat / state

କେନ୍ଦ୍ରାପଡ଼ାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ - କେନ୍ଦ୍ରାପଡ଼ାରେ ଅନ୍ତର୍ଜାତିକ ଯୋଗ ଦିବସ ପାଳିତ

କେନ୍ଦ୍ରାପଡା ଜିଲ୍ଲା କ୍ରୀଡା ଓ ଯୋଗ ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ । ଅଧିକ ପଢନ୍ତୁ

କେନ୍ଦ୍ରାପଡ଼ାରେ ଅନ୍ତର୍ଜାତିୟ ଯୋଗ ଦିବସ ପାଳିତ

author img

By

Published : Jun 21, 2022, 12:25 PM IST

କେନ୍ଦ୍ରାପଡ଼ା: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲା କ୍ରୀଡା ଓ ଯୋଗ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପିତାମ୍ବର ସାମଲ ଯୋଗ ଦେଇଥିବା ବେଲେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରି ବିଭିନ୍ନ ପ୍ରକାରର ଯୋଗ ମୁଦ୍ରା ପ୍ରଦର୍ଶନ କରିଥିଲେ ।

କେନ୍ଦ୍ରାପଡ଼ାରେ ଅନ୍ତର୍ଜାତିୟ ଯୋଗ ଦିବସ ପାଳିତ

ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡା ବିଭାଗ ପକ୍ଷରୁ ଦେଶର ବିଭିନ୍ନ ସ୍ଥାନରେ ଯୋଗ ପ୍ରଦର୍ଶନ କରିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ସମ୍ବର୍ଦ୍ଧିତ କରିଥିଲେ । ପ୍ରାଚୀନ ସିନ୍ଧୁ, ହରାପା ଓ ମହେଞ୍ଜୋଦାରୋ ସଭ୍ୟତାର ମୂର୍ତ୍ତି ଗୁଡିକରୁ ଯୋଗ ପ୍ରଚଳିତ ହୋଇ ଆସୁଥିବାର ପ୍ରମାଣ ମିଳୁଥିବା ବେଳେ ବର୍ତ୍ତମାନ ବିଜ୍ଞାନ ଯୁଗରେ ଆଧ୍ୟାତ୍ମିକ ଭାବନା ସହ ମନର ସଂଯୋଗ ରହିଥିବା କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.