କେନ୍ଦ୍ରାପଡା: କେନ୍ଦ୍ରାପଡାରେ ଲଜ୍ଜା । ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ 5 ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ । ବାପା ଗାଧୋଇଯାଇଥିବାର ସୁଯୋଗ ନେଇ ନାବାଳିକାକୁ ଦୁଷ୍କର୍ମ କରିଛନ୍ତି 4 ଦୁର୍ବୃତ୍ତ ।
ତେବେ 3 ଦୁର୍ବୃତ୍ତ ଫେରାର ଥିବାବେଳେ ଜଣଙ୍କୁ ଅଟକ ରଖିଛନ୍ତି ଗ୍ରାମବାସୀ । ସେପଟେ ନାବାଳିକାକୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
କେନ୍ଦ୍ରାପଡାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ