ETV Bharat / state

DIET ଅଧ୍ୟକ୍ଷାଙ୍କ ବଦଳି ଦାବିରେ ଛାତ୍ର ଆନ୍ଦୋଳନ

author img

By

Published : Nov 21, 2019, 8:12 PM IST

କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷାଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ତୁରନ୍ତ ତାଙ୍କ ବଦଳି ଦାବି କରି ଛାତ୍ରଛ୍ରାତ୍ରୀମାନେ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି ।

ଫଟୋ ସୌଜନ୍ୟ : ସମ୍ବାଦଦାତା,କେନ୍ଦ୍ରାପଡା

କେନ୍ଦ୍ରାପଡା: ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି)ର ଛାତ୍ରଛାତ୍ରୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି । ଅଧ୍ୟକ୍ଷାଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ତୁରନ୍ତ ବଦଳି ଦାବି କରିଛନ୍ତି ଛାତ୍ରଛାତ୍ରୀ ।

ଭିଡିଓ ସୌଜନ୍ୟ : ସମ୍ବାଦଦାତା,କେନ୍ଦ୍ରାପଡା

କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷା ଡକ୍ଟର ମିନାକ୍ଷୀ ମହାପାତ୍ର ବିଭିନ୍ନ ସମୟରେ ଛାତ୍ରଛାତ୍ରୀ ମାନଙ୍କୁ ଦୁର୍ବ୍ୟବହାର କରୁଛନ୍ତି । ଏହାର ପ୍ରତିବାଦ ଓ ଆଠ ଦଫା ଦାବି ପୂରଣ ପାଇଁ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ ।

ଅଧ୍ୟକ୍ଷାଙ୍କ ବଦଳି ଦାବି ନେଇ ପ୍ରଶାସନକୁ ବାରମ୍ବାର ଅବଗତ ପରେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଅଧ୍ୟକ୍ଷାଙ୍କ ବିରୁଦ୍ଧରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ଲାକାର୍ଡ ଦେଖାଇ ନାରାବାଜି ଦେବା ସହ ଧରଣା ଦେଇଛନ୍ତି ।

କେନ୍ଦ୍ରାପଡାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ

Intro:21.11.2019
Radhakanta Mohanty, Kendrapada
Slug-od_kpr_02_protest against principal_script_7204459
Anchor-କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ମୁଖ୍ୟ ଫାଟକ ରେ ତାଲା ପକାଇ ଧାରଣା।ପ୍ରତିଷ୍ଠାନର ଅଧ୍ୟକ୍ଷା ଡକ୍ଟର ମିନାକ୍ଷୀ ମହାପାତ୍ର ବିଭିନ୍ନ ସମୟରେ ଛାତ୍ରଛାତ୍ରୀ ମାନଙ୍କୁ ଦୁର୍ବ୍ୟବହାର ପ୍ରତିବାଦରେ ଆଠ ଦଫା ଦାବି ନେଇ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ।ଅଧ୍ୟକ୍ଷାଙ୍କ ବଦଳି ଦାବି ନେଇ ପ୍ରଶାସନକୁ ବାରମ୍ବାର ଅବଗତ ପରେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଆଜି ଅଧ୍ୟକ୍ଷାଙ୍କ ବିରୁଦ୍ଧରେ ଛାତ୍ରଛାତ୍ରୀ ମାନେ ନାରାବାଜି ଦେବା ସହ ଆନ୍ଦୋଳନକୁ ଓଲ୍ହାଇଛନ୍ତି ।Body:2Conclusion:3
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.