ETV Bharat / state

ସ୍ବାମୀ ଆଗରେ ସ୍ତ୍ରୀକୁ ଦୁଷ୍କର୍ମ ଅଭିଯୋଗ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ଥାନା ଅଞ୍ଚଳରେ ଘଟିଛି ଏକ ଲଜ୍ଜାକର ଘଟଣା । ସ୍ବାମୀ ସମ୍ମୁଖରେ ସ୍ତ୍ରୀକୁ ଦୁଷ୍କର୍ମ କରାଯାଇଛି । ଏନେଇ ଥାନାର ଦ୍ବାରସ୍ଥ ହେଲେ ପୀଡିତା ।

author img

By

Published : Jun 25, 2019, 11:00 AM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, କେନ୍ଦ୍ରାପଡା

କେନ୍ଦ୍ରାପଡା: ସ୍ବାମୀ ସମ୍ମୁଖରେ ସ୍ତ୍ରୀକୁ ଦୁଷ୍କର୍ମ ଅଭିଯୋଗ । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ରାଜନଗର ଥାନା ଅଧିନସ୍ଥ କଣ୍ଡିରା ବଳରାମପୁର ଗାଁରେ । ଗତ 22 ତାରିଖର ବିଳମ୍ବିତ ରାତିରେ ଘଟିଛି ଲଜ୍ଜାକର ଘଟଣା ।

ସେପଟେ ନ୍ୟାୟ ପାଇଁ ଥାନାର ଦ୍ବାରସ୍ଥ ହୋଇଛନ୍ତି ପୀଡିତା । ଏନେଇ ପୀଡିତା ରାଜନଗର ଥାନାରେ ଅଭିଯୋଗ କରିଛନ୍ତି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

କେନ୍ଦ୍ରାପଡାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.