ETV Bharat / state

ମେ'1ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ବନ୍ଦ - କେନ୍ଦ୍ରାପଡ଼ା

ଆରମ୍ଭ ହୋଇଛି ବଉଳା କୁମ୍ଭୀରମାନଙ୍କ ପ୍ରଜନନ ଋତୁ । ଏହାକୁ ଦୃଷ୍ଟିରେ ରଖି ବନ ବିଭାଗ ପକ୍ଷରୁ ମେ'୧ ଠାରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପ୍ରବେଶପଥକୁ ନିଷିଦ୍ଧ କରାଯାଇଛି।

ଫଟୋ ସୌଜନ୍ୟ: ସମ୍ବାଦଦାତା, କେନ୍ଦ୍ରାପଡା
author img

By

Published : May 1, 2019, 10:18 AM IST

କେନ୍ଦ୍ରାପଡ଼ା: ରାଜନଗର ଅଞ୍ଚଳର ବଉଳା କୁମ୍ଭୀରମାନଙ୍କ ପାଇଁ ପ୍ରସିଦ୍ଧ ଭିତରକନିକା । ତେବେ ମେ 1ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କେନ୍ଦ୍ରାପଡା

ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଛି । ଏହି ଦିନମାନଙ୍କରେ କୁମ୍ଭୀର ମାନେ ହିଂସ୍ର ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ତିନିମାସ ଭିତରକନିକା ବନ୍ଦ ରହିବ ।

ପୂର୍ବରୁ ଡିସେମ୍ବର ୧ ରୁ ୧୪ ଯାଏଁ କୁମ୍ଭୀର ଗଣନା ପାଇଁ ବନ୍ଦ ରହିଥିଲା ।

କେନ୍ଦ୍ରାପଡାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ

Intro:Body:

shreemayee

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.