ETV Bharat / state

ଓଡିଶା ମୋ ପରିବାର ତରଫରୁ ରକ୍ତଦାନ ଶିବିର

author img

By

Published : Dec 27, 2020, 5:02 PM IST

ଓଡିଶା ମୋ ପରିବାର ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ । ୧୦୦ ୟୁନିଟରୁ ଅଧିକ ରକ୍ତ ସଂଗ୍ରହ ହେବ କହିଲେ ବିଧାୟକ । ଅଧିକ ପଢନ୍ତୁ....

A blood donation camp has been organized in anandapur
ଓଡିଶା ମୋ ପରିବାର ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

କେନ୍ଦୁଝର : ଓଡିଶା ମୋ ପରିବାର ତରଫରୁ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ବଳଭଦ୍ରନାରାୟଣ ହାଇସ୍କୁଲ ଠାରେ ସ୍ବେଚ୍ଛାକୃତ ଭାବେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ, ବିଜେଡି ଜିଲ୍ଲା ଯୁବସଭାପତିଙ୍କ ସହ ବହୁ ମାନ୍ୟଗନ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଜୀବନବିନ୍ଦୁ ରକ୍ତଦାନ ଶିବିରରେ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ କର୍ମକର୍ତ୍ତା ଓ ଯୁବଗୋଷ୍ଠୀ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରୁଥିବାର ଦେଖିବାକୁ ମିଳିଥିଲା । ୧୦୦ ୟୁନିଟରୁ ଅଧିକ ରକ୍ତ ସଂଗ୍ରହ ହେବ ବୋଲି ବିଧାୟକ କହିଛନ୍ତି । ଆନନ୍ଦପୁର ରକ୍ତ ଭଣ୍ଡାରର କର୍ମଚାରୀମାନେ ରକ୍ତ ସଂଗ୍ରହରେ ସହଯୋଗ କରିଥିଲେ ।

ଆନନ୍ଦପୁରରୁ ସ୍ମୃତିରଞ୍ଜନ ବିହାରୀ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.