ETV Bharat / state

ବିଧାୟକ ମୋହନ ମାଝୀଙ୍କ ଗାଡିକୁ ବୋମାମାଡ

author img

By

Published : Oct 10, 2021, 1:13 PM IST

Updated : Oct 10, 2021, 2:13 PM IST

କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡି ଉପରେ ବୋମାମାଡ । ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି ବୋମାମାଡ କରିଥିବା ଅଭିଯୋଗ ହୋଇଛି । ଅଧିକ ପଢନ୍ତୁ...

ବିଧାୟକ ମୋହନ ମାଝୀଙ୍କ ଗାଡିକୁ ବୋମାମାଡ
ବିଧାୟକ ମୋହନ ମାଝୀଙ୍କ ଗାଡିକୁ ବୋମାମାଡ

କେନ୍ଦୁଝର: ବିଧାୟକଙ୍କ ଗାଡିକୁ ବୋମାମାଡ । କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡି ଉପରେ ବୋମାମାଡ ହୋଇଛି । ଆଜି ମିଟିଂ ସାରି ଫେରୁଥିବାବେଳେ ମଣ୍ଡୁଆ ନିକଟରେ ବୋମାମାଡ ହୋଇଥିବା ସୂଚନା ମିଳିଛି ।

ବିଧାୟକ ମୋହନ ମାଝୀଙ୍କ ଗାଡିକୁ ବୋମାମାଡ

ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି 2ଟି ବୋମାମାଡ କରିଥିବା ଅଭିଯୋଗ ହୋଇଛି । ବିଧାୟକଙ୍କ ଗାଡି ସାମାନ୍ୟ କ୍ଷତି ହୋଇଥିବା ବେଳେ ବିଧାୟକ ମୋହନ ମାଝୀ ସୁରକ୍ଷିତ ଅଛନ୍ତି । ଏନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି । ମୋହନ ମାଝୀ ଏହି ଘଟଣାରେ ବିଜୁ ଯୁବ ଜନତା ଦଳ ରାଜ୍ୟ ଉପ ସଭାପତି ରାଜା ଚକ୍ରଙ୍କୁ ଦାୟୀ କରିଛନ୍ତି ।

କେନ୍ଦୁଝରରୁ ସନ୍ତୋଷ ମହାପାତ୍ର, ଇଟିଭି ଭାରତ

Last Updated : Oct 10, 2021, 2:13 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.