ETV Bharat / state

ଘସିପୁରାରେ କଂଗ୍ରେସ କାର୍ଯ୍ୟାଳୟ ଉଦଘାଟିତ - କଂଗ୍ରେସ କାର୍ଯ୍ୟାଳୟ ଉଦଘାଟନ

କେନ୍ଦୁଝର ଜିଲ୍ଲା ଘସିପୁରାରେ ବ୍ଲକ କାର୍ଯ୍ୟାଳୟ ଉଦଘାଟନ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କଲେ ଉଦଘାଟନ । ଅଧିକ ପଢନ୍ତୁ....

ଘସିପୁରାରେ କଂଗ୍ରେସ କାର୍ଯ୍ୟାଳୟ ଉଦଘାଟିତ
ଘସିପୁରାରେ କଂଗ୍ରେସ କାର୍ଯ୍ୟାଳୟ ଉଦଘାଟିତ
author img

By

Published : Feb 17, 2021, 7:28 PM IST

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଲକ କଂଗ୍ରେସ ପକ୍ଷରୁ ଘସିପୁରା ଠାରେ ବ୍ଲକ କଂଗ୍ରେସ କାର୍ଯ୍ୟାଳୟ ଉଦଘାଟିତ ହୋଇଛି । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଉଦଘାଟନୀ ଉତ୍ସବରେ ଯୋଗଦେଇ ଆନୁଷ୍ଠାନିକ ଭାବେ ଫିତା କାଟି କଂଗ୍ରେସ କାର୍ଯ୍ୟାଳୟର ଉଦଘାଟନ କରିଛନ୍ତି ।

ଘସିପୁରାରେ କଂଗ୍ରେସ କାର୍ଯ୍ୟାଳୟ ଉଦଘାଟିତ

ତେବେ ଏହି ଅବସରରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଯୋଗଦେଇ କହିଛନ୍ତି ଯେ, ଏହି କଂଗ୍ରେସ କାର୍ଯ୍ୟାଳୟ ଦ୍ୱାରା କର୍ମୀଙ୍କ ସହ ସମ୍ପର୍କ ସୃଦୃଢ଼ ହେବା ସହ ଦଳ ଅଧିକ ମଜଭୁତ ହୋଇପାରିବ । ଏହି କାର୍ଯ୍ୟକ୍ରମରେ ଘସିପୁରା ବ୍ଲକ କଂଗ୍ରେସ ସଭାପତି ସୁବ୍ରତ କୁମାର ଚକ୍ର, ରାଜ୍ୟ ସଭାନେତ୍ରୀ ବନ୍ଦିତା ପରିଡ଼ା, ପୂର୍ବତନ ଜିଲ୍ଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବରାଳ ଏବଂ ବହୁ କଂଗ୍ରେସ କର୍ମୀ ଯୋଗ ଦେଇଥିଲେ ।

ଆନନ୍ଦପୁରରୁ ସ୍ମୃତି ରଞ୍ଜନ ବିହାରୀ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.