ETV Bharat / state

ତୈଳଦର ଓ ଅତ୍ୟାବଶ୍ୟକ ସାମଗ୍ରୀ ଦରବୃଦ୍ଧି ପ୍ରତିବାଦରେ କେନ୍ଦୁଝରରେ କଂଗ୍ରେସର ବିକ୍ଷୋଭ

ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ । ପେଟ୍ରୋଲ ପମ୍ପ ସମ୍ମୁଖରେ ଧାରଣାରତ କଂଗ୍ରେସ କର୍ମୀ । ଅଧିକ ପଢନ୍ତୁ...

author img

By

Published : Jun 11, 2021, 9:44 PM IST

ତୈଳଦର ଓ ଅତ୍ୟାବଶ୍ୟକ ସାମଗ୍ରୀ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଳକ କଂଗ୍ରେସ ପକ୍ଷରୁ ଖଲଣା ଓ ଶୈଳଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ କଂଗ୍ରେସ କର୍ମୀଙ୍କ ଧାରଣା । ଏଥିରେ ଓଡ଼ିଶା ପ୍ରଦେଶ କଂଗ୍ରେସ ଆହ୍ବାନ କ୍ରମେ ବ୍ଳକର କଂଗ୍ରେସ ସଭାପତି ସୁବ୍ରତ ଚକ୍ରଙ୍କ ନେତୃତ୍ଵରେ କଗ୍ରେସକର୍ମୀ ପୋଟ୍ରୋଲ, ଡିଜେଲ ରନ୍ଧନ ଗ୍ୟାସର ଦରବୃଦ୍ଧି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଆକାଶ ଛୁଆଁ ଦରବୃଦ୍ଧି ପ୍ରତିବାଦରେ ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ପେଟ୍ରୋଲ ପମ୍ପ ସମ୍ମୁଖରେ ବିକ୍ଷୋଭ ପ୍ରର୍ଦଶନ କରିବା ସହ ଧାରଣାରେ ବସି ରହିଥିଲେ ।

ଯଦି ଆଗାମୀ ଦିନରେ ଦରବୃଦ୍ଧି ହ୍ରାସ ନ ହୁଏ ତେବେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର କରାଯିବ ବୋଲି ସୂଚନା ଦେଇଛନ୍ତି କଂଗ୍ରେସ ବ୍ଲକସଭାପତି ।

ଆନନ୍ଦପୁରରୁ ସ୍ମୃତି ରଞ୍ଜନ ବିହାରୀ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.