ETV Bharat / state

୧ କୋଟି ୮୧ ଲକ୍ଷ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

author img

By

Published : Aug 20, 2021, 9:57 PM IST

ରାସ୍ତାର ଉନ୍ନତିକରଣ ପାଇଁ ୧ କୋଟି ୮୧ ଲକ୍ଷ ଟଙ୍କା ବ୍ୟୟ ଅଟକଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଅଧିକ ପଢନ୍ତୁ...

୧ କୋଟି ୮୧ ଲକ୍ଷ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ
୧ କୋଟି ୮୧ ଲକ୍ଷ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଆନନ୍ଦପୁର: ଆଜି (ଶୁକ୍ରବାର) ଘସିପୁରା ବ୍ଳକର ଏନ.ଏଚ୍ ୨୦ ଗୋହିରା ଛକ ଠାରୁ ଯୁଗଳ କିଶୋରପୁର ପର୍ଯ୍ୟନ୍ତ ରାସ୍ତାର ଉନ୍ନତିକରଣ ପାଇଁ ୧ କୋଟି ୮୧ ଲକ୍ଷ ଟଙ୍କା ବ୍ୟୟ ଅଟକଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ପୂର୍ବତନ ମନ୍ତ୍ରୀ ତଥା ଘସିପୁରା ବିଧାୟକ ପ୍ରଫେସର ବଦ୍ରୀ ନାରାୟଣ ପାତ୍ର ଏହାର ଶୁଭାରମ୍ଭ କରିଛନ୍ତି ।

ଏହି ରାସ୍ତା ସ୍ଥାନୀୟ ଅଞ୍ଚଳର ଲୋକଙ୍କ ପାଇଁ ଏକମାତ୍ର ବିକଳ୍ପ ହୋଇଥିବାରୁ ଏଥିପାଇଁ ବିଧାୟକ ପ୍ରଫେସର ପାତ୍ରଙ୍କୁ ସ୍ଥାନୀୟ ଅଞ୍ଚଳବାସୀ କୃତଜ୍ଞତା ଜଣାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଅକ୍ଷୟ ସାହୁ, ବ୍ଳକ ଅଧ୍ୟକ୍ଷା ସୁଜାତା ସାହୁ ଏବଂ ସ୍ଥାନୀୟ ସରପଞ୍ଚ ଉପସ୍ଥିତ ଥିଲେ ।

ଆନନ୍ଦପୁରରୁ ସ୍ମୃତି ରଞ୍ଜନ ବିହାରୀ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.