ETV Bharat / state

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଦେଲେ ସ୍ବୟଂ ସହାୟିକା ଗୋଷ୍ଠୀ

author img

By

Published : Apr 23, 2020, 8:54 PM IST

ସ୍ବୟଂ ସହାୟିକା ଗୋଷ୍ଠୀ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ହଜାର ଟଙ୍କା ଅର୍ଥ ରାଶି ଦାନ କରିଛନ୍ତି । ତେବେ ସେମାନଙ୍କର ଏଭଳି ପ୍ରୟାସକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି ।

maa-laxmi-ssg-donated-rs-10000-to-the-chief-ministers-relief-fund
ମା ଲଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦେଲେ ୧୦ହଜାର

ଆନନ୍ଦପୁର: ସାରା ବିଶ୍ବରେ କୋରୋନା ଭାଇରସ ଆତଙ୍କ ଖେଳାଇ ଚାଲିଛି । ଏଥିପାଇଁ ଦେଶବ୍ୟାପୀ ଲକଡାଉନ ଜାରି ରହିଛି । ଏଥିରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତାକୁ ଗୁରୁତ୍ବ ଦେଉଛନ୍ତି ସରକାର । ରାଜ୍ୟ ସରକାରଙ୍କ ପଷରୁ ସବୁ ପଞ୍ଚାୟତରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର କରୁଛନ୍ତି ।

ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ହଜାର ଦାନ

ଏଥିସହ ଗରିବ ଅସହାୟ ଲୋକମାନଙ୍କ ପାଇଁ ରନ୍ଧା ଖାଦ୍ୟ ଦିଆଯାଉଛି । ଏନେଇ କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଲକ ଖାଳିଆମେଣ୍ଟା ପଞ୍ଚାୟତରେମା ଲଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ପଷରୁ ଲୋକମାନଙ୍କୁ ରନ୍ଧା ଖାଦ୍ୟ ଯୋଗେଇ ଦେବା ସହ କୋରୋନା ସଚେତନତା କାର୍ଯ୍ୟକ୍ରମ କରାଯାଉଛି ।

ମା ଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ହଜାର ଟଙ୍କା ଅର୍ଥ ରାଶି ଦାନ କରିଛନ୍ତି । ତେବେ ସେମାନଙ୍କର ଏଭଳି ପ୍ରୟାସକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି ।

ଆନନ୍ଦପୁରରୁ ସ୍ମୃତି ରଞ୍ଜନ ବିହାରୀ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.