ETV Bharat / state

'ଫନି' ପାଇଁ ଟେନସନ, ଚାଲିଛି ଘନ ଘନ ବୈଠକ

କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଦରବାର ହଲ ଠାରେ ସମସ୍ତ ଅଧିକାରୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଯାଇଛି । ସାମୁଦ୍ରିକ ବାତ୍ୟା 'ଫନି' ଦ୍ବାରା କେନ୍ଦୁଝର ଜିଲ୍ଲାରେ ଅତ୍ୟଧିକ ବର୍ଷା ହେବାର ସୂଚନା ମିଳିଛି ।

author img

By

Published : May 1, 2019, 5:38 PM IST

ଫଟୋ ସୌଜନ୍ୟ- ସମ୍ବାଦଦାତା, କେନ୍ଦୁଝର

କେନ୍ଦୁଝର: ମାଡିଆସୁଛି ସାମୁଦ୍ରିକ ବାତ୍ୟା 'ଫନି' । ଏନେଇ କେନ୍ଦ୍ରରୁ ରାଜ୍ୟ ସରକାର ସମସ୍ତେ ପୁରା ତତ୍ପର । ରାଜ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳ ଛଡା 'ଫନି' ଦ୍ବାରା କ୍ଷତିଗ୍ରସ୍ତ ହେବାକୁ ଥିବା ଜିଲ୍ଲାଗୁଡିକରେ ମଧ୍ୟ ଆଲର୍ଟ ଜାରି କରାଯାଇଛି । ଏନେଇ କ୍ଷତିଗ୍ରସ୍ତ ଜିଲ୍ଲା ଗୁଡିକରେ ଜରୁରୀ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଛି ।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, କେନ୍ଦୁଝର

ଆଜି କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଦରବାର ହଲ ଠାରେ ସମସ୍ତ ଅଧିକାରୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଯାଇଛି । ସାମୁଦ୍ରିକ ବାତ୍ୟା 'ଫନି' ଦ୍ବାରା କେନ୍ଦୁଝର ଜିଲ୍ଲାରେ ଅତ୍ୟଧିକ ବର୍ଷା ହେବାର ସୂଚନା ମିଳିଛି । ତେଣୁ ପ୍ରଶାସନ ପକ୍ଷରୁ ପ୍ରତିଷେଧକ ମୂଳକ ବ୍ୟାପକ ବନ୍ଦୋବସ୍ତ ମଧ୍ୟ କରାଯାଇଛି । ଓଡ୍ରାଫ ଟିମ ସହ ଖାଦ୍ୟ ସାମଗ୍ରୀ ମହଜୁଦ କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ

Intro:Body:

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.