ETV Bharat / state

ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଜାରି

ଆଗାମୀ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ଶାସକ ବିଜୁ ଜନତା ଦଳ । ବର୍ତ୍ତମାନ ଠାରୁ ଏକ କୋଟି ସଭ୍ୟ ସଂଗ୍ରହ ଅଭିଯାନରେ ଲାଗିପଡିଛି ଦଳ । କେନ୍ଦ୍ରାପଡାରେ ଏନେଇ ଅନୁଷ୍ଠିତ ହୋଇଥିଲା ଦଳୀୟ ସଭ୍ୟ ସଂଗ୍ରହ ଅଭିଯାନ।

ଫଟୋ ସୌଜନ୍ୟ: ସମ୍ବାଦଦାତା, କେନ୍ଦ୍ରାପଡା
author img

By

Published : Sep 10, 2019, 11:43 PM IST

କେନ୍ଦ୍ରାପଡ଼ା: ଜିଲ୍ଲା ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ଇଚ୍ଛାପୁର ଠାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରପଡା ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ତରାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦଳର ଆଗାମୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯାଇଥିଲା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କେନ୍ଦ୍ରାପଡା

ଦଳ ପକ୍ଷରୁ ଆରମ୍ଭ ହୋଇଥିବା ସଦସ୍ୟ ସଂଗ୍ରହ ଅଭିଯାନକୁ ତ୍ୱରାନ୍ୱିତ କରିବା ସହିତ ମୁଖ୍ୟମନ୍ତ୍ରୀଙ୍କ 5T ସୂତ୍ରକୁ କାର୍ଯ୍ୟକାରୀ କରିବା ଦିଗରେ ଆଲୋଚନା ହୋଇଥିଲା । ଆଲୋଚନାରେ ଦଳୀୟ ନେତା ଏହା ଉପରେ ଗୁରୁତ୍ବାରୋପ କରିଥିଲେ । ବୈଠକରେ ଜିଲା ପର୍ଯ୍ୟବେକ୍ଷକ ପ୍ରମିଳା ମଲ୍ଲିକ, ଆଳି ବିଧାୟକ ପ୍ରତାପ ଦେବ, କେନ୍ଦ୍ରାପଡ଼ା ବିଧାୟକ ଶଶୀଭୂଷଣ ବେହେରା, ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ, ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ, ରାଜନଗର ବିଧାୟକ ଧୃବଚରଣ ସାହୁଙ୍କ ସମେତ ଦଳର ବହୁ ନେତା ଓ ଶତାଧିକ କର୍ମୀ ଯୋଗ ଦେଇଥିଲେ ।

କେନ୍ଦ୍ରାପଡାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ

Intro:10.09.2019
Radhakanta Mohanty, Kendrapada
Slug-od_kpr_01_bjd membership_script_7204459
Anchor-କେନ୍ଦ୍ରାପଡ଼ା ଜିଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ଇଚ୍ଛାପୁର ଠାରେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ବିଜେଡି ସଭାପତି କିଶୋର ଚନ୍ଦ୍ର ତରାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦଳର ଆଗାମୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯାଇଥିଲା। ଦଳ ପକ୍ଷରୁ ଆରମ୍ଭ ହୋଇଥିବା ନୂତନ ସଦସ୍ୟ ସଂଗ୍ରହ ଅଭିଯାନକୁ ତ୍ୱରାନ୍ୱିତ କରିବା ସହିତ ମୁଖ୍ୟମନ୍ତ୍ରୀଙ୍କ 5T ସୂତ୍ରକୁ କାର୍ଯ୍ୟକାରୀ କରିବା ଦିଗରେ ସମସ୍ତେ ଉଦ୍ୟମ କରିବା ନେଇ ଦଳୀୟ ନେତା ମାନେ ଗୁରୁତ୍ୱାରୋପ କରିଥିଲେ।ବୈଠକରେ ଜିଲା ପର୍ଯ୍ୟବେକ୍ଷକ ପ୍ରମିଳା ମଲ୍ଲିକ,ଆଳି ବିଧାୟକ ପ୍ରତାପ ଦେବ, କେନ୍ଦ୍ରାପଡ଼ା ବିଧାୟକ ଶଶୀଭୂଷଣ ବେହେରା,ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ,ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ୍,ରାଜନଗର ବିଧାୟକ୍ ଧୃବଚରଣ ସାହୁଙ୍କ ସମେତ ଦଳର ବହୁ ନେତା ଓ ଶତାଧିକା କର୍ମୀ ଯୋଗ ଦେଇଥିଲେ |
Byte-ଅନୁଭବ ମହାନ୍ତି(ଲୋକସଭା ସାଂସଦ)Body:2Conclusion:3
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.