ETV Bharat / state

ବିଜୁଳି ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ କର୍ମୀଙ୍କ ଗଣଧାରଣା

author img

By

Published : Apr 6, 2021, 3:01 PM IST

ବିଜୁଳି ଦର ବୃଦ୍ଧି ପ୍ରତିବାଦରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଆଜି ସକାଳ ୮ ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ଆନନ୍ଦପୁର ବିଦ୍ୟୁତ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । ଅଧିକ ପଢନ୍ତୁ...

ବିଜୁଳି ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ କର୍ମୀଙ୍କ ଗଣଧାରଣା
ବିଜୁଳି ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ କର୍ମୀଙ୍କ ଗଣଧାରଣା

ଆନନ୍ଦପୁର: ବିଜୁଳି ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ କର୍ମୀଙ୍କ ଗଣଧାରଣା । ରାଜ୍ୟ ସରକାରଙ୍କ ଦ୍ଵାରା ବାରମ୍ବାର ବିଜୁଳି ଦର ବୃଦ୍ଧି ପ୍ରତିବାଦରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଆଜି(ମଙ୍ଗଳବାର) ସକାଳ ୮ ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ଆନନ୍ଦପୁର ବିଦ୍ୟୁତ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି ।

ଘସିପୁରା ବ୍ଲକ କଂଗ୍ରେସ ସଭାପତି ସୁବ୍ରତ କୁମାର ଚକ୍ରଙ୍କ ନେତୃତ୍ବରେ ବରିଷ୍ଠ କଂଗ୍ରେସ ନେତା ରତିକାନ୍ତ ବରାଳଙ୍କ ସମେତ ବହୁ କଂଗ୍ରେସ କର୍ମୀ ଯୋଗଦେଇ ଦରବୃଦ୍ଧି ପ୍ରତିବାଦରେ ନାରାବାଜି କରିବା ସହିତ ନିର୍ବାହୀ ଯନ୍ତ୍ରୀଙ୍କୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ ।

ଆନନ୍ଦପୁରରୁ ସ୍ମୃତି ରଞ୍ଜନ ବିହାରୀ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.