ETV Bharat / state

କେନ୍ଦୁଝରରେ ସଡକ ଦୁର୍ଘଟଣା; ଜଣେ ମୃତ, ଜଣେ ଗୁରୁତର ଆହତ

author img

By

Published : Jan 13, 2020, 8:50 AM IST

ବିଳମ୍ବିତ ରାତିରେ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ମୁଷଳପୋଲ ନିକଟରେ ଦୁର୍ଘଟଣା । ଜଣେ ମୃତ, ଜଣେ ଗୁରୁତର ଆହତ ।

road accident
କେନ୍ଦୁଝରରେ ସଡକ ଦୁର୍ଘଟଣା; ଜଣେ ମୃତ, ଜଣେ ଗୁରୁତର ଆହତ

କେନ୍ଦୁଝର: ବିଳମ୍ବିତ ରାତିରେ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ମୁଷଳପୋଲ ନିକଟରେ ଦୁର୍ଘଟଣା ଘଟିଛି । ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ସ୍ଥାନୀୟ ମେଡିକାଲ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି ।

ରଘୁନାଥପୁର ଗ୍ରାମର ଜଗା ପଇଦା ଓ ଚକ୍ରଧର ମହାକୁଡ ହରିଚନ୍ଦନପୁରରୁ ବାଇକ ଯୋଗେ ଘରକୁ ଫେରୁଥିବାବେଳେ ଗୋଟିଏ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଜଗାଙ୍କ ମୃତ୍ୟୁ ଘଟିଥିଲା । ଚକ୍ରଧର ଗୁରୁତର ଆହତ ହୋଇଥିଲେ । ଉଭୟଙ୍କୁ ଆମ୍ବୁଲାନ୍ସ ସହାୟତାରେ ହରିଚନ୍ଦନପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଚକ୍ରଧରର ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ

Intro:ସ୍ଲଗ-ଅଜଣା ଗାଡି ଧକାରେ ଜଣେ ମୃତ,ଅନ୍ୟଜଣେ ଗୁରୁତରBody:ଆଙ୍କର- ଗତକାଲି ବିଳମ୍ବିତ ରାତିରେ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ମୁଷଳପୋଲ ନିକଟରେ ଅଜଣା ଗାଡି ଧକାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଜଣେ ଗୁରୁତର ଆହାତ ହୋଇଛନ୍ତି। ମୃତକ ହେଲେ ରଘୁନାଥପୁର ଗ୍ରାମର ଜଗା ପଇଦା ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ ରଘୁନାଥପୁର ଗ୍ରାମର ଜଗା ପଇଦା ଓ ଚକ୍ରଧର ମହାକୁଡ଼ ହରିଚନ୍ଦନପୁରରୁ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ଏକ ଅଜଣା ଗାଡି ତାଙ୍କୁ ଧକାଦେଇଥିଲା ଫଳରେ ଘଟଣା ସ୍ଥଳରେ ଜଗାଙ୍କର ମୃତ୍ୟୁ ହୋଇଥିବା ବେଳେ ଚକ୍ରଧର ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଆମ୍ବୁଲାନ୍ସ ସହାୟତରେ ହରିଚନ୍ଦନପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଥିଲା । ଚକ୍ରଧରଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.