ETV Bharat / state

ଶୋଇବା ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଗାମୁଛା ଲଗାଇ ଫ୍ଯାନରେ ଆତ୍ମହତ୍ୟା

କେନ୍ଦୁଝର ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଡେଣୁଆ ଗ୍ରାମ ମହାନ୍ତ ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ନିଜ ଶୋଇବା ଘରେ ଯୁବକ ନିଜ ବେକରେ ଗାମୁଛା ଲଗାଇ ଫ୍ଯାନରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଅଧିକ ପଢନ୍ତୁ...

ଶୋଇବା ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଶୋଇବା ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
author img

By

Published : Apr 2, 2021, 8:27 PM IST

କେନ୍ଦୁଝର: ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଡେଣୁଆ ଗ୍ରାମ ମହାନ୍ତ ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ନିଜ ଶୋଇବା ଘରେ ଯୁବକ ନିଜ ବେକରେ ଗାମୁଛା ଲଗାଇ ଫ୍ଯାନରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି ।

ଶୋଇବା ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୃତକ ଜଣେ ହେଲେ ଡେଣୁଆ ଗ୍ରାମର ନେତ୍ରାନ୍ଦନ ମହାନ୍ତଙ୍କ ପୁଅ ନିକୁଞ୍ଜ ବିହାରୀ ମହାନ୍ତ । ଖବର ପାଇ ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଝୁଲନ୍ତା ଅବସ୍ଥାରେ ଘରୁ ମୃତଦେହ ଉଦ୍ଧାର କରିଥିଲା । ଆତ୍ମହତ୍ୟାର ସ୍ପଷ୍ଟ କାରଣ ଜଣାପଡି ନଥିବା ବେଳେ ପୋଲିସ ତାର ତଦନ୍ତ ଜାରି ରଖିଛି ।

କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.