ETV Bharat / state

ସାପ କାମୁଡ଼ାରେ ଗୁରୁତର ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ - କେନ୍ଦୁଝର ଖବର

କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ହଳଦୀବଟା ଗ୍ରାମରେ ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗ୍ରାମର ଟିକିନ ମୁଣ୍ଡାଙ୍କ ପତ୍ନୀ ଟୁରି ମୁଣ୍ଡା(୩୭) ।

ସାପ କାମୁଡ଼ାରେ ଗୁରୁତର ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ  ମୃତ୍ୟୁ

author img

By

Published : Sep 16, 2020, 12:43 PM IST

Updated : Sep 16, 2020, 2:20 PM IST

କେନ୍ଦୁଝର:ଜିଲ୍ଲା ସାହାରପଡା ବ୍ଲକ ହଳଦୀବଟା ଗ୍ରାମରେ ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗ୍ରାମର ଟିକିନ ମୁଣ୍ଡାଙ୍କ ପତ୍ନୀ ଟୁରି ମୁଣ୍ଡା(୩୭)। ସୂଚନା ମୁତାବକ ସୋମବାର ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ସମୟରେ କୌଣସି ଏକ ବିଷାକ୍ତ ସାପ ତାଙ୍କୁ କାମୁଡ଼ି ବାରୁ ମହିଳା ଜଣକ ଗୁରୁତର ହୋଇ ପଡ଼ିଥିଲେ ।

ସାପ କାମୁଡ଼ାରେ ଗୁରୁତର ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଏହାପରେ ତାଙ୍କୁ ପରିବାର ଲୋକେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ କରଞ୍ଜିଆ ମେଡିକାଲ ତାଙ୍କର ଆଜି ମୃତ୍ୟୁ ଘଟିଛି। ଏନେଇ ସାହାରପଡା ଫାଣ୍ଡିରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ କରାଇଛି।

କେନ୍ଦୁଝରରୁ ସନ୍ତୋଷ ମହାପାତ୍ର, ଇଟିଭି ଭାରତ

Last Updated : Sep 16, 2020, 2:20 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.