ETV Bharat / state

ଖୋର୍ଦ୍ଧାରୁ କୋଟିଏ ଟଙ୍କାରୁ ଊର୍ଦ୍ଧ୍ବ ବ୍ରାଉନସୁଗାର ଜବତ, ୪ ଗିରଫ

author img

By

Published : Jun 26, 2022, 10:49 PM IST

ଖୋର୍ଦ୍ଧା ବରୁଣେଇ ନିକଟରୁ ୧ କେଜି ୩୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ । ଏହି ମାମଲାରେ ୪ଜଣଙ୍କୁ ଗିରଫ କରାଯାଇଛି । ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ଏସଟିଏଫ ଡିଏସପି ସଚ୍ଚିଦାନନ୍ଦ ରଥ ସୂଚନା ଦେଇଛନ୍ତି । ଅଧିକ ପଢ଼ନ୍ତୁ

ଖୋର୍ଦ୍ଧାରୁ କୋଟିଏ ଟଙ୍କାରୁ ଉର୍ଦ୍ଧ୍ବ ପରିମାଣର ବ୍ରଉନସୁଗାର ଜବତ, ୪ ଗିରଫ

ଖୋର୍ଦ୍ଧା: ବରୁଣେଇ ନିକଟରୁ ୧ କେଜିରୁ ଉର୍ଦ୍ଧ୍ବ ବ୍ରାଉନସୁଗାର ଜବତ । ଏହି ମାମଲାରେ ୪ଜଣଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ୧ କୋଟି ୩ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ତେବେ ପ୍ରତିଦିନ ଏଠାରୁ ବିପୁଳ ପରିମାଣର ନିଶାଦ୍ରବ୍ୟ ଜବତ ପ୍ରଶାସନର ମୁଣ୍ଡବ୍ୟଥା ପାଲଟିଛି ।

ନିଶା ସାମଗ୍ରୀ କାରବାର ହେଉଥିବା ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଖୋର୍ଦ୍ଧା ବରୁଣେଇ ନିକଟରେ ଏସଟିଏଫ୍ ଟିମ୍ ଚଢ଼ାଉ କରିଥିଲା । ସେଠାରୁ ୧ କେଜି ୩୦ ଗ୍ରାମ ଓଜନର ବ୍ରାଉନସୁଗାର ସହ ଅନ୍ୟାନ୍ୟ ନିଷିଦ୍ଧ ସାମଗ୍ରୀ ଜବତ କରାଯିବା ସହ କାରବାରରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଗିରଫ ଅଭିଯୁକ୍ତମାନେ ହେଲେ ରାକେଶ କୁମାର ବାରିକ, ବିରଞ୍ଚି ନାରାୟଣ ସାହୁ, ଜଗବନ୍ଧୁ ବିଶ୍ବାଳ ଓ ସନ୍ତୋଷ ରାଉତରାୟ । ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ଏସଟିଏଫ ଡିଏସପି ସଚ୍ଚିଦାନନ୍ଦ ରଥ ସୂଚନା ଦେଇଛନ୍ତି ।

ଇଟିଭି ଭାରତ, ଖୋର୍ଦ୍ଧା

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.