ETV Bharat / state

6ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ - ବ୍ରାଉନସୁଗାର

ଖୋର୍ଦ୍ଧାରୁ 6ଲକ୍ଷ 50ହଜାର ଟଙ୍କାରୁ ଊର୍ଦ୍ଧ୍ବ ବ୍ରାଉନସୁଗାର ଜବତ । ଖୋର୍ଦ୍ଧା ଓ କଟକ ଅବକାରୀ ବିଭାଗର ଫ୍ଲାଇଙ୍ଗ ସ୍କ୍ୱାର୍ଡର ମିଳିତ ଉଦ୍ୟମରେ ଜବତ ହୋଇଥିବା ସୂଚନା ।

ଫଟୋ ସୌଜନ୍ୟ: ପ୍ରତିନିଧି, ଖୋର୍ଦ୍ଧା
author img

By

Published : Apr 16, 2019, 10:50 PM IST

ଖୋର୍ଦ୍ଧା: ବ୍ରାଉନସୁଗାରର ପେଣ୍ଠସ୍ଥଳୀ ପାଲଟିଛି ଖୋର୍ଦ୍ଧା ଜିଲ୍ଲା । ଦିନକୁ ଦିନ ଏଠାରେ ବଢି ଚାଲିଛି ବେପାରୀ ଓ ଗ୍ରାହକଙ୍କ ସଂଖ୍ୟା । ବିଗତ ଦିନରେ ଖୋର୍ଦ୍ଧା ଅଞ୍ଚଳରୁ ବହୁପରିମାଣର ଧଳାଜହର ଜବତ ହୋଇଥିବାବେଳେ ଏହାକୁ ବେପାର କରୁଥିବା ବେପାରୀମାନେ ଗିରଫ ହୋଇଛନ୍ତି ।

ପୁଣିଥରେ ମଙ୍ଗଳବାର ଖୋର୍ଦ୍ଧାରୁ ଲକ୍ଷାଧିକ ଟଙ୍କାର ଧଳାଜହର ଜବତ କରିଛି କଟକ ଅବକାରୀ ବିଭାଗର ଫ୍ଲାଇଙ୍ଗ ସ୍କ୍ୱାର୍ଡ । ଏହି ଚଢ଼ାଉରେ ଖୋର୍ଦ୍ଧା ଅବକାରୀ ବିଭାଗ ସହଯୋଗ କରିଥିବା ସୂଚନା ମିଳିଛି ।

ଖବରମୂତାବକ, ପଲ୍ଲା ହାଟ ଛକରୁ ପତିତପାବନ ଭୁଜବଳଙ୍କ ଠାରୁ 65ଗ୍ରାମ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ । ଯାହାର ଆନୁମାନିକ ମୂଲ୍ୟ 6 ଲକ୍ଷ 50ହଜାର ଟଙ୍କା ବୋଲି ଜଣାପଡିଛି । ଏଥିରେ ସଂପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Intro:Body:

'ଲୋକଙ୍କ ସମର୍ଥନ ପାଇ ବିଜୟୀ ହେବି'

ଭୁବନେଶ୍ବର: ଚଳିତ ବର୍ଷର ନିର୍ବାଚନରେ ଚାଲିଛି ଜୋରଦାର ଲଢେଇ। ରାଜ୍ୟର ତିନି ପ୍ରମୁଖ ଦଳର ପ୍ରାର୍ଥୀ ଏବେ ରଣାଙ୍ଗନରେ। ତେବେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଥିବା ବେଳେ ଆସନ୍ତା 18 ତାରିଖରେ ହେବ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ। ଭୋଟରଙ୍କୁ ନିଜ ଆଡକୁ ଆକୃଷ୍ଟ କରିବାକୁ ପ୍ରତିଶ୍ରୁତିର ପାହାଡ ଠିଆ କରୁଛନ୍ତି ପ୍ରାର୍ଥୀ। କେଉଁ ମୁଦ୍ଦା ନେଇ ଜନତାଙ୍କ ମନ ଜିଣିବେ ସେ ନେଇ ଚାଲିଛି ଜୋରଦାର ପ୍ରଚେଷ୍ଟା।

ତେବେ ଏହି କ୍ରମରେ ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ ହୋଇଥିବା ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ସହ ଅଧିକ ଆଲୋଚନା କରିଥିଲେ ଆମ ସମ୍ବାଦଦାତା ସଞ୍ଜୀବ କୁମାର ରାୟ।

ଗତଥର ନିର୍ବାଚନରେ ଅଳ୍ପ ଭୋଟ ବ୍ୟବଧାନରେ ହାରିଥିବା ଜଗନ୍ନାଥ ପ୍ରଧାନ ଚଳିତ ଥର ଜନସାଧାରଣଙ୍କ ଆଶୀର୍ବାଦ ଲୋଡିଛନ୍ତି। ଏହାସହ ରାଜ୍ୟରେ ସରକାର ବଦଳିବା ଦରକାର ଓ ଡବଲ ଇଞ୍ଜିନ ସରକାରର ଆହ୍ବାନ ଦେଇଛନ୍ତି ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.