ETV Bharat / state

ବାଲୁଗାଁ ଅବକାରୀ ବିଭାଗର ଚଢ଼ାଉ: ଦେଶୀ ମଦ-ପୋଚ ଜବତ, ଜଣେ ଗିରଫ

author img

By

Published : May 22, 2021, 8:25 PM IST

ଖୋର୍ଦ୍ଧା ଜିଲ୍ଲାର ନାଚୁଣୀ ଫାଣ୍ଡି ଅନ୍ତର୍ଗତ ସଲପଡିହ ଗ୍ରାମ ଶୂଳିଆ ଜଙ୍ଗଲରେ ନାଚୁଣୀ ଫାଣ୍ଡି ପୋଲିସ ଏବଂ ବାଲୁଗାଁ ଅବକାରୀ ବିଭାଗର ମିଳିତ ଚଢ଼ାଉ । ୨୮ ଲିଟର ଦେଶୀ ମଦ ସହ ୧୨ ଶହ ଲିଟର ପୋଚ ଜବତ କରି ନଷ୍ଟ କରାଯାଇଛି । ଅଧିକ ପଢନ୍ତୁ...

ବାଲୁଗାଁ ଅବକାରୀ ବିଭାଗର ଚଢ଼ାଉ, ଦେଶୀ ମଦ ଓ ପୋଚ ଜବତ ଜଣେ ଗିରଫ

ଖୋର୍ଦ୍ଧା: ଜିଲ୍ଲାର ନାଚୁଣୀ ଫାଣ୍ଡି ଅନ୍ତର୍ଗତ ସଲପଡିହ ଗ୍ରାମ ଶୂଳିଆ ଜଙ୍ଗଲରେ ନାଚୁଣୀ ଫାଣ୍ଡି ପୋଲିସ ଏବଂ ବାଲୁଗାଁ ଅବକାରୀ ବିଭାଗର ମିଳିତ ଚଢ଼ାଉ । ଦେଶୀ ମଦ ତିଆରି ହେଉଥିବା ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଏହି ଚଢାଉ କରାଯାଇଥିଲା ।

ଏହି ଚଢ଼ାଉରେ ୨୮ ଲିଟର ଦେଶୀ ମଦ ସହ ୧୨ ଶହ ଲିଟର ପୋଚ ଜବତ କରି ନଷ୍ଟ କରାଯାଇଥିବା ସୂଚନା ମିଳିଛି । ଘଟଣାରେ ସଂପୃକ୍ତ ଥିବା ଲକ୍ଷ୍ମୀଧର ସେଠି ନାମକ ଜଣେ ବ୍ୟକ୍ତିଙ୍କୁ ଅବକାରୀ ବିଭାଗ ଗିରଫ କରିଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.