ETV Bharat / state

48 ଘଣ୍ଟାରେ ଆଉ ଏକ ଲଘୁଚାପ !

ଆସନ୍ତା 48 ଘଣ୍ଟା ମଧ୍ୟରେ ପଶ୍ଚମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଆଂଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

author img

By

Published : Sep 30, 2020, 4:22 PM IST

Updated : Sep 30, 2020, 5:38 PM IST

ଘନେଇଲା ଆଉ ଏକ ଲଘୁଚାପ
ଘନେଇଲା ଆଉ ଏକ ଲଘୁଚାପ

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଉପକୂଳ ଅଞ୍ଚଳରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ 48 ଘଣ୍ଟା ମଧ୍ୟରେ ପଶ୍ଚିମକେନ୍ଦ୍ରିୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ବୁଧବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ।

48 ଘଣ୍ଟାରେ ଆଉ ଏକ ଲଘୁଚାପ
48 ଘଣ୍ଟାରେ ଆଉ ଏକ ଲଘୁଚାପ

ଭୁବନେଶ୍ବରରୁ ସଂଜୀବ କୁମାର ରାୟ, ଇଟିଭି ଭାରତ

Last Updated : Sep 30, 2020, 5:38 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.