ETV Bharat / state

ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ହତ୍ୟା

author img

By

Published : Jun 16, 2021, 7:34 AM IST

Updated : Jun 16, 2021, 9:19 AM IST

ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ହତ୍ୟା । ଅଭିଯୁକ୍ତ ଫେରାର । ତଦନ୍ତ ଜାରି । ଅଧିକ ପଢନ୍ତୁ...

a man murder in khordha
ପୂର୍ବ ଶତ୍ରୃତାକୁ ନେଇ ଯୁବକଙ୍କୁ ହତ୍ୟା

ଖୋର୍ଦ୍ଧା: ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ହତ୍ୟା । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଠାକୁରପଡାରେ । ମୃତକ ହେଲେ ସେହି ଗାଁର ଉମାକାନ୍ତ ସାହୁ ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ହତ୍ୟା

ସୂଚନା ଅନୁସାରେ, ମଙ୍ଗଳବାର ରାତିରେ ଉମାକାନ୍ତଙ୍କ ଘରେ କେତେକ ଦୁର୍ବୃତ୍ତ ଘରେ ପଶି ମାରଣାସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଛନ୍ତି । ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି । ଖବରପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା,ଇଟିଭି ଭାରତ

Last Updated : Jun 16, 2021, 9:19 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.