ETV Bharat / state

‘ବେଟି ବଚାଓ ବେଟି ପଢ଼ାଓ’ ଅଭିଯାନକୁ ନେଇ ଜିଲ୍ଲାପାଳଙ୍କ ବୈଠକ - khurda collector meeting

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ‘ବେଟି ବଚାଓ ବେଟି ପଢ଼ାଓ’ ଅଭିଯାନକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ଏନେଇ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

beti bachao beti padhao meeting
ବେଟି ବଚାଓ ବେଟି ପଢ଼ାଓକୁ ନେଇ ଜିଲ୍ଲାପାଳଙ୍କ ବୈଠକ
author img

By

Published : Jan 18, 2020, 7:13 PM IST

ଖୋର୍ଦ୍ଧା: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ‘ବେଟି ବଚାଓ ବେଟି ପଢ଼ାଓ’ ଅଭିଯାନକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ଏନେଇ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ବେଟି ବଚାଓ ବେଟି ପଢ଼ାଓକୁ ନେଇ ଜିଲ୍ଲାପାଳଙ୍କ ବୈଠକ

ସେହିପରି ୨୪ତାରିଖରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା କୃତି ବାଳିକା ଏବଂ ଯୁବତୀଙ୍କୁ ସମ୍ମାନୀତ କରାଯିବାର କାର୍ଯ୍ୟକ୍ରମ ରହିଛି। ଏହା ସହ ‘ବେଟି ବଚାଓ ବେଟି ପଢ଼ାଓ’ ମୂଳମନ୍ତ୍ରକୁ ଜିଲ୍ଲାର ସମସ୍ତ ବ୍ଲକରେ ପ୍ରଚାର ପ୍ରସାର କରାଯିବ ବୋଲି ଶନିବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ଜଣାଇଛନ୍ତି ଜିଲାପାଳ ସିତାଂଶୁ ରାଉତ।

ଖୋର୍ଦ୍ଧାରୁ ଗୋବିନ୍ଦଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Intro:ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ

Body:ଖୋର୍ଦ୍ଧା : ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ବେଟି ବଚାଓ ବେଟି ପଢ଼ାଓକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୦ ତାରିଖ ଠାରୁ ୨୬ତାରିଖ ପର୍ଯ୍ୟନ୍ତ ଏହି ଅଭିଯାନକୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସେହିପରି ୨୪ତାରିଖରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା କୃତି ବାଳିକା ଏବଂ ଯୁବତୀ ମାନଙ୍କୁ ସମ୍ମାନୀତ କରାଯିବାର କାର୍ଯ୍ୟକ୍ରମ ରହିଛି । ସେହିପରି ବେଟି ବଚାଓ ବେଟି ପଢ଼ାଓ ମୂଳମନ୍ତ୍ରକୁ ଜିଲାର ସମସ୍ତ ବ୍ଲକରେ ପ୍ରଚାର ପ୍ରସାର କରାଯିବ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ଜିଲାପାଳ ସିତାଂଶୁ ରାଉତ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Conclusion:ବାଇଟ- ସିତାଂଶୁ ରାଉତ,ଜିଲାପାଳ ଖୋର୍ଦ୍ଧା

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଈଟିଭି ଭାରତ
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.