ETV Bharat / state

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର, ୩ ଗୁରୁତର

author img

By

Published : Feb 2, 2021, 11:20 AM IST

ବାଘମାରୀ ଥାନା ଅନ୍ତର୍ଗତ ଗଁପୁର ଛକ ଠାରେ କାର ଦୁର୍ଘଟଣାଗ୍ରସ୍ତ । ୩ ଗୁରୁତର ହସ୍ପିଟାଲରେ ଭର୍ତ୍ତି । ଅଧିକ ପଢନ୍ତୁ...

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର, ୩ ଗୁରୁତର
ଭାରସାମ୍ୟ ହରାଇ ଗଛକୁ ପିଟିଲା କାର, ୩ ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ବାଘମାରୀ ଥାନା ଅନ୍ତର୍ଗତ ଗଁପୁର ଛକରେ କାର ଦୁର୍ଘଟଣାଗ୍ରସ୍ତ । ଆଜି(ମଙ୍ଗଳବାର) ସକାଳ ସମୟରେ ଏକ କାର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛକୁ ଧକ୍କା ଦେବାରୁ କାରରେ ଥିବା ତିନିଜଣ ଗୁରୁତର ହୋଇଛନ୍ତି । ଖବର ପାଇ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି କାରରେ ବସିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ହସ୍ପିଟାଲରେ ଭର୍ତ୍ତି କରିଥିଲେ।

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର, ୩ ଗୁରୁତର

ସୂଚନା ଅନୁଯାୟୀ ଆଜି ସକାଳ ସମୟରେ ଆଠଗଡର ଡଃ ମନୋରଞ୍ଜନ ରାଉତ ପୁତୁରା ଓ ପୁଅ ଏକ କାର ଯୋଗେ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ସମୟରେ ରାସ୍ତା ଖରାପ ଯୋଗୁଁ ଭାରସାମ୍ୟ ହରାଇ ଗାଡିଟି ଏକ ଗଛରେ ଧକ୍କା ହୋଇଥିଲା।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.