ETV Bharat / state

ଗୁଣ ଚିହ୍ନେ ଗୁଣିଆ; ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ - ଗାୟତ୍ରୀବାଳା ପଣ୍ଡା

ଗୁରୁବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଗାୟତ୍ରୀବାଳାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ ନେଇ ଘୋଷଣା କରାଯାଇଛି । କବିତା ସଂକଳନ ଦୟାନଦୀ ପାଇଁ ଏହି ପୁରସ୍କାର ପାଇବେ ଡ. ଗାୟତ୍ରୀବାଳା ପଣ୍ଡା । ଅଧିକ ପଢନ୍ତୁ

ଗୁଣ ଚିହ୍ନେ ଗୁଣିଆ, ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

author img

By

Published : Dec 24, 2022, 10:50 PM IST

ଭୁବନେଶ୍ବର: କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବିଜେତା ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇବା ସହ ସମ୍ମାନିତ କରିଛନ୍ତି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଡ. ଗାୟତ୍ରୀବାଳାଙ୍କୁ ପଣ୍ଡାଙ୍କୁ ସମ୍ମାନିତ କରିଛନ୍ତି । ଓଡିଶା ପାଇଁ ଗାୟତ୍ରୀ ସମ୍ମାନ ଗର୍ବ ଓ ଗୌରବ ଆଣିଥିବାବେଳେ ଏହା ତାଙ୍କ କ୍ୟାରିୟରରେ ଏକ ମାଇଲଖୁଣ୍ଟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଗୁଣ ଚିହ୍ନେ ଗୁଣିଆ, ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଗୁଣ ଚିହ୍ନେ ଗୁଣିଆ, ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଗୁରୁବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଗାୟତ୍ରୀବାଳାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ ନେଇ ଘୋଷଣା କରାଯାଇଛି । କବିତା ସଂକଳନ ଦୟାନଦୀ ପାଇଁ ଏହି ପୁରସ୍କାର ପାଇବେ ଡ. ଗାୟତ୍ରୀବାଳା ପଣ୍ଡା । କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କୃତ କବିତା ସଂକଳନ “ଦୟାନଦୀ” ୨୦୧୭ରେ ପକ୍ଷୀଘର ପ୍ରକାଶନ ସଂସ୍ଥା ଦ୍ୱାରା ପ୍ରକାଶ ପାଇଥିଲା । କବିତା ସଂକଳନ ‘ଦୟାନଦୀ’ କଳିଙ୍ଗ ଯୁଦ୍ଧ ଉପରେ ଆଧାରିତ । ପୁରସ୍କାର ପ୍ରଦାନ ନେଇ ଘୋଷଣା ହେବା ପରେ ମୁଖ୍ୟମନ୍ତ୍ରୀ ଟ୍ଵିଟ କରି ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ଶୁଭେଚ୍ଛା ଜଣାଇଥିଲେ ।

ଆଜି ନବୀନ ନିବାସରେ ଭେଟି ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶା ପାଇଁ ଗାୟତ୍ରୀ ସମ୍ମାନ, ଗର୍ବ ଓ ଗୌରବ ଆଣିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ପୁରସ୍କାର ଓଡ଼ିଶାର ଭାଷା ଏବଂ ସାହିତ୍ୟକୁ ବିଶ୍ଵଦରବାରରେ ପ୍ରତିପାଦିତ କରିବ । ଏହା ଗାୟତ୍ରୀଙ୍କ କ୍ୟାରିୟରରେ ଏକ ମାଇଲଖୁଣ୍ଟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ଗାୟତ୍ରୀବାଳାଙ୍କ ସ୍ବାମୀ ତଥା ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ତାଙ୍କ ପୁଅ ମନୀତ ମଙ୍ଗରାଜ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.