ETV Bharat / state

4790 କନେଷ୍ଟବଳ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଓଡିଶା ପୋଲିସ (Odisha Police) ରେ ନିଯୁକ୍ତି ପାଇବେ ୪୭୯୦ କନେଷ୍ଟବଳ । ଅଧିକ ପଢନ୍ତୁ

author img

By

Published : Dec 23, 2022, 6:18 PM IST

Chief Minister Naveen Patnaik
Chief Minister Naveen Patnaik

ଭୁବନେଶ୍ବର: ଓଡିଶା ପୋଲିସ (Odisha Police) ରେ ନିଯୁକ୍ତି ପାଇବେ ୪୭୯୦ କନେଷ୍ଟବଳ । ଏହି ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik) ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ବର୍ଷ ୪ଟି ପର୍ଯ୍ୟାୟରେ ଏହି ପଦବୀଗୁଡିକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି ।

ଏହାବି ପଢନ୍ତୁ-ଆରପାରିରେ ବାପାମାଆ, ଭଉଣୀ ପାଇଁ ମୂଲ ଲାଗୁଛି ଏଡ୍‌ସ ଆକ୍ରାନ୍ତ ନାବାଳକ ଭାଇ

ଖାଲିଥିବା କନେଷ୍ଟବଳ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଖୁବଶୀଘ୍ର ଆରମ୍ଭ କରାଯିବ । ରାଜ୍ୟର ୩୪ଟି ପୋଲିସ ଜିଲ୍ଲା ତଥା କମିଶନରେଟ ପୋଲିସରେ ସେମାନଙ୍କୁ ନିଯୁକ୍ତି ଦିଆଯିବ । ଏହାଦ୍ବାରା ବିଭିନ୍ନ ଜିଲ୍ଲା ତଥା ଥାନା ମାନଙ୍କରେ ଖାଲି ଥିବା କନେଷ୍ଟବଳ ପଦବୀ ପୂରଣ ହୋଇପାରିବ । ଆଇନ ଶୃଙ୍ଖଳା ରକ୍ଷା ଦିଗରେ ପୋଲିସର ସାମର୍ଥ୍ୟ ମଧ୍ୟ ବୃଦ୍ଧି ପାଇବ । ସରକାରୀସ୍ତରରେ ଏତେସଂଖ୍ୟକ ନିଯୁକ୍ତି ପିଲା ମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଏ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.