ETV Bharat / state

ସାଲକୀ ନଦୀ ସତୀଘାଟ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

author img

By ETV Bharat Odisha Team

Published : Nov 24, 2023, 7:25 AM IST

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମଞ୍ଜୁର ହୋଇଥିବା ପ୍ରକଳ୍ପଟି ହେଉଛି ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ଅଧିକ ପଢନ୍ତୁ

ସାଲକୀ ନଦୀ ସତୀଘାଟ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ସାଲକୀ ନଦୀ ସତୀଘାଟ ନଦୀଗର୍ଭ ଜଳାଶୟକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ବର: ବୌଦ୍ଧ ଜିଲ୍ଲା ପାଇଁ ଖୁସି ଖବର । ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୩୨୪ କୋଟି ଟଙ୍କା । ଏହା ଫଳରେ ଉପକାର ପାଇବେ ବୌଦ୍ଧର ଜନସାଧାରଣ । ଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦିରେ ହେବ ସହାୟକ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମଞ୍ଜୁର ହୋଇଥିବା ପ୍ରକଳ୍ପ ଟି ହେଉଛି ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ ।

ଅଧିକ ପଢନ୍ତୁ- ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ମଞ୍ଜୁର; ଖର୍ଚ୍ଚ ହେବ ୩୫୦ କୋଟି

5T ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ବୌଦ୍ଧ ଜିଲ୍ଲା ଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ, ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ପ୍ରକଳ୍ପ ଅନୁମୋଦନ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ। ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ବୌଦ୍ଧ ଜିଲ୍ଲାର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.