ETV Bharat / state

ଗଙ୍ଗାଧର ସ୍ମୃତିପୀଠର ହେବ ରୂପାନ୍ତର, ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ଖର୍ଚ୍ଚ ହେବ ୨କୋଟି - ସ୍ବାଭାବ କବି ଗଙ୍ଗାଧର ମେହେର

ବରପାଲିରେ ସ୍ବାଭାବ କବି ଗଙ୍ଗାଧର ମେହରଙ୍କ ସ୍ମୃତି ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରିଥିଲେ । ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମିକ୍ଷା କରିଥିଲେ । ଏହା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ । ଅଧିକ ପଢନ୍ତୁ

ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର, ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ଖର୍ଚ୍ଚ ହେବ ୨ କୋଟି

author img

By

Published : Aug 11, 2023, 10:30 PM IST

ଭୁବନେଶ୍ବର: ବରପାଲିରେ ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର । ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ୨ କୋଟି କୋଟି ଟଙ୍କା । ନିର୍ମାଣ ହେବ କବି ଭବନ, ସ୍ମୃତି ଭବନ ଓ ଗଙ୍ଗାଧର ମେହର ପାର୍କ । ଓଡିଆ ସାହିତ୍ୟର ଏକ ଗବେଷଣା କେନ୍ଦ୍ର ଭାବରେ ବିକଶିତ ହେବ ପୀଠ । ପୀଠକୁ ବର୍ଷକୁ ଏକ ଲକ୍ଷ ପର୍ଯ୍ୟଟକ ଆସିବାର ସମ୍ଭାବନା ।

ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର, ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ଖର୍ଚ୍ଚ ହେବ ୨ କୋଟି
ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର, ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ଖର୍ଚ୍ଚ ହେବ ୨ କୋଟି

ବରପାଲିରେ ସ୍ବାଭାବ କବି ଗଙ୍ଗାଧର ମେହରଙ୍କ ସ୍ମୃତି ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରିଥିଲେ । ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମିକ୍ଷା କରିଥିଲେ । ଏହା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ । ସେହିପରି ଜୁନ ୨୬ ତାରିଖ ଦିନ ସେ ସ୍ବାଭାବ କବି ଗଙ୍ଗାଧର ମେହରଙ୍କ ବରପାଲିସ୍ଥିତ ଜନ୍ମସ୍ଥାନ ପରିଦର୍ଶନ କରିଥିଲେ । ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । କମିଟି ସଦସ୍ୟମାନଙ୍କ ସହିତ ଜନ୍ମସ୍ଥାନର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ ।

ଏହାବି ପଢନ୍ତୁ- ରୂପାନ୍ତରିତ ହେବ ଗୁପ୍ତେଶ୍ୱର ପୀଠ, ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ସ୍ବାଭାବ କବି ଗଙ୍ଗାଧର ମେହେର ଓଡିଆ ଜାତିର ମହାନ ସନ୍ତାନ । ଓଡିଆ ଭାଷା ଓ ସାହିତ୍ୟର ବିକାଶରେ ତାଙ୍କର ଅନବଦ୍ୟ ଅବଦାନ ଥିଲା । ତାଙ୍କ ଜନ୍ମ ପୀଠ ସାହିତ୍ୟପ୍ରେମୀ ତଥା ସାଧାରଣ ଲୋକଙ୍କ ପାଇଁ ଏକ ତୀର୍ଥ ସ୍ଥାନ । ଏହି ଐତିହାସିକ ପୀଠର ସର୍ବାଙ୍ଗୀନ ଉନ୍ନତି ଓ ସୌନ୍ଦର୍ଯ୍ୟକରଣ କରାଯିବ । ଏହାକୁ ଓଡିଆ ସାହିତ୍ୟର ଏକ ଗବେଷଣା କେନ୍ଦ୍ର ତଥା ଏକ ଆକର୍ଷଣୀୟ ପୀଠରେ ପରିଣତ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ କବି ଭବନ, ସ୍ମୃତି ଭବନ ଓ ଗଙ୍ଗାଧର ମେହର ପାର୍କ ନିର୍ମାଣ କରାଯିବ । ରୂପାନ୍ତର ପରେ ପ୍ରତି ବର୍ଷ ଏଠାକୁ ଲକ୍ଷାଧିକ ଲୋକଙ୍କ ସମାଗମ ହେବାର ଆଶା କରାଯାଏ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.