ETV Bharat / state

କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

author img

By

Published : Sep 6, 2020, 7:07 PM IST

କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଖୋର୍ଦ୍ଧା ଜଟଣୀ ଥାନା ଅନ୍ତର୍ଗତ ତଳଖେତାର ଘଟଣା । ଅଧିକ ପଢନ୍ତୁ..

କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର
କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ଜଟଣୀ ଥାନା ଅନ୍ତର୍ଗତ ତଳଖେତା ରାସ୍ତା ପାର୍ଶ୍ବରେ ଥିବା ଲୁହା ପୋଲ କେନାଲରୁ ଯୁବକର ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ଜଟଣୀ ରାଜା ବଜାରର ସୟଦ ନାସିରୁଦିନ ବୋଲି ଜଣାପଡିଛି । ତେବେ କେନାଲରେ ମୃତଦେହ ଭାସୁଥିବା ଦେଖି କିଛି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ । କେନାଲ ନିକଟରେ ମୃତକଙ୍କ ମୋଟର ସାଇକେଲ ଥିବା ଦେଖିବାକୁ ମିଳିଛି । ଖବର ପାଇ ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଜଟଣୀ ପୋଲିସ ତଦନ୍ତ ଆରମ୍ଭ କରିଛି ।

କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.