ETV Bharat / state

Dhamnagar By Poll: କାଲିଠୁ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଧାମନଗର ଉପନିର୍ବାଚନ (Dhamnagar By Poll) ପାଇଁ ଆସନ୍ତାକାଲି (ଶୁକ୍ରବାର) ଠାରୁ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Union Minister Dharmendra Pradhan ) । ଅଧିକ ପଢନ୍ତୁ

ଧର୍ମେନ୍ଦ୍ର ପ୍ରଧାନ
ଧର୍ମେନ୍ଦ୍ର ପ୍ରଧାନ
author img

By

Published : Oct 27, 2022, 7:34 PM IST

ଭୁବନେଶ୍ବର: ଧାମନଗର ଉପନିର୍ବାଚନ (Dhamnagar By Poll) ପାଇଁ ଆସନ୍ତାକାଲି (ଶୁକ୍ରବାର) ଠାରୁ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Union Minister Dharmendra Pradhan ) । ଧର୍ମେନ୍ଦ୍ର ଅକ୍ଟୋବର ୨୮ ଓ ୨୯ ଦୁଇଦିନ ଧରି ଧାମନଗରରେ ପଦଯାତ୍ରା କରିବେ ।

କେନ୍ଦ୍ରମନ୍ତ୍ରୀ ପ୍ରଧାନ ଅକ୍ଟୋବର ୨୮ ଓ ୨୯ ତାରିଖ ଦୁଇ ଦିନ ଧରି ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ଆସନ୍ତାକାଲି ଧାମନଗର ବ୍ଲକର ଦୋବଲ ବଜାରରୁ ପଦଯାତ୍ରା ଆରମ୍ଭ କରି ଧାମନଗର ଏନଏସି ମେଡିକାଲ ବଜାର, କୋଠାର ଗ୍ରାମ ପଞ୍ଚାୟତର କୋଠାର ଛକ ଓ ଅସୁରାଳୀରେ ପ୍ରଚାର କରିବେ । ପରେ ଶହୀଦ ନଗର ସ୍ଥିତ ଲୁଣିଆ ଶହୀଦ ପୀଠରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ପରେ ସେହି ସ୍ଥାନରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ଅକ୍ଟୋବର ୨୯ ରେ ତିହିଡି ବ୍ଲକର ପାଳିଆ ବଜାର, ଗୁଆଁମାଳ ଓ ବୋଡକ ଠାରେ କେନ୍ଦ୍ରମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପଦଯାତ୍ରା ମାଧ୍ୟମରେ ନିର୍ବାଚନ ପ୍ରଚାର କରିବେ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.