ETV Bharat / state

ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଡାକ୍ତର କୋରୋନା ପଜିଟିଭ - ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଡାକ୍ତର କୋରୋନା ପଜିଟିଭ

ଜିଲ୍ଲାରେ ବଢୁଥିବା କୋରୋନା ସଂକ୍ରମଣ ମଧ୍ୟରେ ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ଡାକ୍ତରଖାନାର ଓପିଡି ବିଭାଗକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଅଧିକ ପଢନ୍ତୁ...

ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଡାକ୍ତର କୋରୋନା ପଜିଟିଭ

author img

By

Published : Jul 14, 2020, 10:46 AM IST

ଖୋର୍ଦ୍ଧା: ଜିଲ୍ଲାରେ କାୟା ବଢ଼ାଉଛି କୋରୋନା। ଦିନକୁ ଦିନ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଜିଲ୍ଲାରେ ବୃଦ୍ଧି ପାଇବାରେ ଲାଗିଛି । ଯାହାକୁ ନେଇ ପ୍ରଶାସନ ପକ୍ଷରୁ ଅନେକ ସଚେତନତା ପାଳନ କରାଯାଉଛି । ହେଲେ ଲାଗୁଛି ଯେପରି ଜିଲ୍ଲାରେ ଫେଲ ମାରୁଛି ସମସ୍ତ ବ୍ୟବସ୍ଥା ।

ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଡାକ୍ତର କୋରୋନା ପଜିଟିଭ

ଏହି ସମୟରେ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର କୋରୋନା ସଂକ୍ରମଣ ହୋଇଥିବା ସୂଚନା ମିଳିଛି । ଡାକ୍ତରଙ୍କ ଠାରେ ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସାନିଟାଇଜ କରାଯିବା ସହ ଚିକିତ୍ସାଳୟର ଓପିଡିକୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସୂଚନା ଦେଇଛନ୍ତି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.