ETV Bharat / state

ମଣ୍ଡିରୁ ଧାନ ନ ଉଠିବା ପ୍ରତିବାଦରେ ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

author img

By

Published : Mar 4, 2021, 8:34 PM IST

ମଣ୍ଡିରୁ ଧାନ ନ ଉଠିବା ପ୍ରତିବାଦରେ ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି ଚାଷୀ । ଅଧିକ ପଢନ୍ତୁ...

ମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

ଖୋର୍ଦ୍ଧା: ମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି ଚାଷୀ । ଏପରି ଦେଖିବାକୁ ମିଳିଛି ବୋଲଗଡ଼ ବ୍ଲକ ଗର୍ଭଣିପଡା ସେବା ସମବାୟ ସମିତିରେ । ଧାନ ନ ଉଠିବା ଯୋଗୁ ପଞ୍ଜିକୃତ ଚାଷୀ ଏପରି ଅସନ୍ତୋଷ ଜାହିର କରିଛନ୍ତି । ତେବେ ଗତ ଫେବ୍ରୁଆରୀ ମାସ 13 ତାରିଖ ଠାରୁ ମଣ୍ଡି ଅଚଳ ହୋଇଥିବା ଅଭିଯୋଗ ଆଣିଛନ୍ତି ଚାଷୀ ।

ଏବେ ଟାର୍ଗେଟ ନ ଥିବା କହି ଚାଷୀଙ୍କୁ ଜିଲ୍ଲା ଯୋଗାଣ ବିଭାଗ ଭୁଆଁ ବୁଲାଉଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଚାଷୀ । ସେହିପରି ଆସନ୍ତା ସୋମବାର 8 ତାରିଖ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ଆନ୍ଦୋଳନକୁ ଓହ୍ଲାଇବାକୁ ଚାଷୀ ଚେତାବନୀ ଦେଇଛନ୍ତି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.