ଖୋର୍ଦ୍ଧା: 3 କୋରୋନା ଆକ୍ରାନ୍ତ ଚିହ୍ନଟ ପରେ ତତ୍ପରତା ଦେଖାଇଛି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ । ଏଥିପାଇଁ ଖୋର୍ଦ୍ଧା ପୌର ପରିଷଦ ଅଧୀନରେ ଥିବା ମାଛ ମାର୍କେଟକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିବା ପାଇଁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ନିର୍ଦ୍ଦେଶକୁ ଅବମାନନା କଲେ ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗୁରୁବାର ଉପଜିଲ୍ଲାପାଳ ଏକ ନିର୍ଦେଶନାମା ଜାରି କରିଛନ୍ତି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ