ETV Bharat / state

ଖୋର୍ଦ୍ଧାରେ ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳା ଉଦଘାଟିତ - ପଲ୍ଲୀଶ୍ରୀ ମେଳା ଉଦଘାଟିତ

ଖୋର୍ଦ୍ଧା ସଦର ମହକୁମା ହାବେଳି ପଡିଆଠାରେ ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳା ଉଦଘାଟିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏହି ମେଳାକୁ ଉଦଘାଟନ କରିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ,ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା। ଆଗକୁ ପଢନ୍ତୁ...

inagurate-palishree-mela-at-khurdha
inagurate-palishree-mela-at-khurdha
author img

By

Published : Jan 27, 2020, 11:51 PM IST

ଖୋର୍ଦ୍ଧା: ରାଜ୍ୟ ପଞ୍ଚାୟତ, ପାନୀୟ ଜଳ ବିଭାଗ ଅଧିନସ୍ଥ ଓରମାସ ଓ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ମିଳିତ ସହଯୋଗରେ ଖୋର୍ଦ୍ଧା ସଦର ମହକୁମା ହାବେଳି ପଡିଆରେ ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳା ଉଦଘାଟିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏହି ମେଳାକୁ ଉଦଘାଟନ କରିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ,ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା।

ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳା ଉଦଘାଟିତ

ଉଦଘାଟନ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିନ୍ଦ୍ରନାଥ ମିତ୍ର, ଚିଲିକା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଜଗଦ୍ଦେବ ଉପସ୍ଥିତ ଥିଲେ। ଏହି ପଲ୍ଲୀଶ୍ରୀ ମେଳାରେ ଗ୍ରାମାଞ୍ଚଳ କାରିଗର ମାନଙ୍କ ଦ୍ବାରା ପ୍ରସ୍ତୁତ ବିଭିନ୍ନ ହସ୍ତଶିଳ୍ପ, ଘରୋଇ ଉପକରଣ ସାମଗ୍ରୀର ପ୍ରଦର୍ଶନୀ ସହିତ ଖାଦ୍ୟ ଓ ବିଭିନ୍ନ ପୁସ୍ତକ ଷ୍ଟଲ ମେଳାରେ ଦେଖିବାକୁ ମିଳିଛି। ରାଜ୍ୟର ବିଭିନ୍ନ ଜିଲ୍ଲାରୁ ମହିଳା ସ୍ୱୟଂସହାୟିକା ଗୋଷ୍ଠୀ ଓ ଓଡିଶା ମହିଳା ମିଶନଶକ୍ତିର ମହିଳା ମାନେ ପଲ୍ଲୀଶ୍ରୀ ମେଳାରେ ଅଂଶଗ୍ରହଣ କରି ଷ୍ଟଲ ମାନ ଖୋଲିଛନ୍ତି।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Intro:ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳା ଉଦଘାଟିତ

Body:ଖୋର୍ଦ୍ଧା : ରାଜ୍ୟ ପଞ୍ଚାୟତ ଓ ପାନୀୟ ଜଳ ବିଭାଗ ଅଧିନସ୍ଥ ଓରମାସ ଓ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ମିଳିତ ସହଯୋଗରେ ଖୋର୍ଦ୍ଧା ସଦର ମହକୁମା ହାବେଳି ପଡିଆଠାରେ ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳା ଉଦଘାଟିତ ହୋଇଯାଇଛି।ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏହି ମେଳାକୁ ଉଦଘାଟନ କରିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ,ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା।ଉଦଘାଟନ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିନ୍ଦ୍ରନାଥ ମିତ୍ର,ଚିଲିକା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଜଗଦ୍ଦେବ ଉପସ୍ଥିତ ଥିଲେ।ଏହି ପଲ୍ଲୀଶ୍ରୀ ମେଳାରେ ଗ୍ରାମାଞ୍ଚଳ କାରିଗର ମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ହସ୍ତଶିଳ୍ପ, ଘରୋଇ ଉପକରଣ ସାମଗ୍ରୀର ପ୍ରଦର୍ଶନୀ ସହିତ ଖାଦ୍ୟ ଓ ବିଭିନ୍ନ ପୁସ୍ତକ ଷ୍ଟଲ ମେଳାରେ ଦେଖିବାକୁ ମିଳିଛି।ରାଜ୍ୟର ବିଭିନ୍ନ ଜିଲ୍ଲାରୁ ମହିଳା ସ୍ୱୟଂସହାୟିକା ଗୋଷ୍ଠୀ ଓ ଓଡିଶା ମହିଳା ମିଶନଶକ୍ତିର ମହିଳା ମାନେ ପଲ୍ଲୀଶ୍ରୀ ମେଳାରେ ଅଂଶଗ୍ରହଣ କରି ଷ୍ଟଲ ମାନ ଖୋଲିଛନ୍ତି।

Conclusion:ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଈଟିଭି ଭାରତ
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.