ETV Bharat / state

ତୈଳ ଦରବୃଦ୍ଧି ପ୍ରତିବାଦରେ ଜଟଣୀ ନଗର କଂଗ୍ରେସ ପକ୍ଷରୁ ବିକ୍ଷୋଭ

କ୍ରମାଗତ ଭାବରେ ରାଜ୍ୟରେ ଡିଜେଲ, ପେଟ୍ରୋଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧିକୁ ବିରୋଦ୍ଧ କରି ଆଜି(ସୋମବାର) ଜଟଣୀ ନଗର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଅଧିକ ପଢନ୍ତୁ...

author img

By

Published : Mar 22, 2021, 2:12 PM IST

ତୈଳ ଦରବୃଦ୍ଧି ପ୍ରତିବାଦରେ ଜଟଣୀ ନଗର କଂଗ୍ରେସ ପକ୍ଷରୁ ବିକ୍ଷୋଭ
ତୈଳ ଦରବୃଦ୍ଧି ପ୍ରତିବାଦରେ ଜଟଣୀ ନଗର କଂଗ୍ରେସ ପକ୍ଷରୁ ବିକ୍ଷୋଭ

ଖୋର୍ଦ୍ଧା: କ୍ରମାଗତ ଭାବରେ ରାଜ୍ୟରେ ଡିଜେଲ, ପେଟ୍ରୋଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧିକୁ ବିରୋଧ କରି ଆଜି(ସୋମବାର) ଜଟଣୀ ନଗର କଂଗ୍ରେସ ପକ୍ଷରୁ ସ୍ଥାନୀୟ ହରୀଭାଇନା ଛକରେ ଉଭୟ ରାଜ୍ୟ ଓ ଜେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ତେବେ ଜିଲ୍ଲା କଂଗ୍ରେସ ସଭାପତି ସୁରେଶ କୁମାର ରାଉତରାୟଙ୍କ ନେତୃତ୍ବରେ ଏହି ବିକ୍ଷୋଭ କରାଯାଇଥିଲା ।

ସେହିପରି ବେକାରୀଙ୍କୁ ନିଯୁକ୍ତି ନଦେଲେ ବେକାରୀ ଭତ୍ତା ପ୍ରଦାନ କରିବାକୁ ଦାବି କରିଥିଲେ ବିକ୍ଷୋଭକାରୀ । କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ନାରାବାଜି କରିବା ସହିତ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ । ଏହି ଅବସରରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ଜଟଣୀ ପୋଲିସ ମୁତୟନ ଥିଲେ ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.