ETV Bharat / state

ଖୋର୍ଦ୍ଧା ହଜ ରୋଡଠୁ ବାଦବାରବାଟୀ ଗ୍ରାମ କଣ୍ଟେନମେଣ୍ଟ ଜୋନ - containment zone

ଖୋର୍ଦ୍ଧାର ହଜ ପଞ୍ଚାୟତରୁ ଦୁଇ ଜଣ ସଂକ୍ରମିତ ଚିହ୍ନଟ ହେବା ପଞ୍ଚାୟତର ହଜ ରୋଡ ଠାରୁ ବାଦବାରବାଟୀ ଗ୍ରାମ ପର୍ଯ୍ୟନ୍ତ ରାସ୍ତାକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା । ଅଧିକ ପଢନ୍ତୁ...

ଖୋର୍ଦ୍ଧା ହଜ ରୋଡଠୁ ବାଦବାରବାଟୀ ଗ୍ରାମ ପର୍ଯ୍ୟନ୍ତ ରାସ୍ତାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଉପଜିଲାପାଳ

author img

By

Published : May 2, 2021, 9:29 PM IST

ଖୋର୍ଦ୍ଧା: ଜିଲ୍ଲାରେ କୋରୋନ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଖୋର୍ଦ୍ଧା ଜିଲ୍ଲାକୁ ରେଡ ଜୋନ ଘୋଷଣା କରିଛନ୍ତି । ତେବେ କୋରୋନାର ଏହି ଚେନକୁ ଭାଙ୍ଗିବା ପାଇଁ ରାଜ୍ୟ ସରକାର ସହ ସ୍ଥାନୀୟ ପ୍ରଶାସନ ବିଭିନ୍ନ ପଦକ୍ଷେପ ନେଉଥିବା ବେଳେ ଆଜି ଖୋର୍ଦ୍ଧାର ହଜ ପଞ୍ଚାୟତରୁ ଦୁଇ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡିଛି । ଯାହାକୁ ନେଇ ଖୋର୍ଦ୍ଧା ଉପଜିଲ୍ଲାପାଳ ହଜ ପଞ୍ଚାୟତର ହଜ ରୋଡ ଠାରୁ ବାଦବାରବାଟୀ ଗ୍ରାମ ପର୍ଯ୍ୟନ୍ତ ରାସ୍ତାକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିବା ସହ ସ୍ଥାନୀୟ ବିଡିଓଙ୍କୁ ଅବରୋଧ ଅଞ୍ଚଳକୁ ଲୋକଙ୍କ ଯାତ୍ରାୟତରେ କଟକଣା ପାଇଁ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଖୋର୍ଦ୍ଧା ହଜ ରୋଡଠୁ ବାଦବାରବାଟୀ ଗ୍ରାମ ପର୍ଯ୍ୟନ୍ତ ରାସ୍ତାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଉପଜିଲାପାଳ
ଖୋର୍ଦ୍ଧା ହଜ ରୋଡଠୁ ବାଦବାରବାଟୀ ଗ୍ରାମ ପର୍ଯ୍ୟନ୍ତ ରାସ୍ତାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଉପଜିଲାପାଳ

ଯେପରି ବାହାର ଲୋକ ଭିତକୁ ଓ ଅବରୋଧ ଅଞ୍ଚଳରୁ ବାହାରକୁ ନଯିବେ ସେଥିପ୍ରତି ଧ୍ୟାନ ଦେବାକୁ ବ୍ଳକ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯିବା ସହ ଏହି ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନକୁ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି । ଏହି କଣ୍ଟେନମେଣ୍ଟ ଜୋନ ଆଜି ସନ୍ଧ୍ୟା ୭ଟା ଠାରୁ ଆସନ୍ତା ୯ ତାରିଖ ରାତି ୯ଟା ପର୍ଯ୍ୟନ୍ତ ୭ଦିନ ପାଇଁ ବଳବତ୍ତର ରହିବ ବୋଲି ନିର୍ଦେଶନାମା ଜାରି କରିଛନ୍ତି ଉପଜିଲାପାଳ ।

ସେହିପରି ଅବରୋଧ ଅଞ୍ଚଳକୁ ସାନିଟାଇଜ ପାଇଁ ବେଗୁନିଆ ଅଗ୍ନିଶମ ବହିନୀକୁ ନିର୍ଦେଶ ଦିଆଯାଇଥିବା ଜଣାପଡିଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.