ETV Bharat / state

20ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଯୋଗାଣ ନିରୀକ୍ଷକ

author img

By

Published : Feb 6, 2020, 10:20 PM IST

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିହାରୀ । ଅଧିକ ପଢନ୍ତୁ...

Khordha supply inspector in vigillance trap, vigillance raid in khordha, khordha latest news, ଖୋର୍ଦ୍ଧା ଲାଟେଷ୍ଟ ନ୍ୟୁଜ୍‌, ଖୋର୍ଦ୍ଧାରେ ଭିଜିଲାନ୍ସ ଚଢାଉ, ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଯୋଗାଣ ନିରୀକ୍ଷକ
20 ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଯୋଗାଣ ନିରୀକ୍ଷକ

ଖୋର୍ଦ୍ଧା: ଲାଞ୍ଚ ନେଇ ହଟହଟା ହୋଇଛନ୍ତି ଖୋର୍ଦ୍ଧା ବ୍ଲକର ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିହାରୀ । ଜଣେ ଡିଲରଙ୍କଠାରୁ କିରୋସିନ ଉଠାଣ ପାଇଁ ଅନୁମତି ଦେବାକୁ 20 ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି ମାର୍ଶାଲିନ।

20 ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଯୋଗାଣ ନିରୀକ୍ଷକ

ସୂଚନା ଅନୁଯାୟୀ ପଲ୍ଲା ଅଞ୍ଚଳର ଡିଲର ଅମ୍ବିକା ପ୍ରସାଦ ଦାସ ପ୍ରାୟ 16 ଜଣ କଣ୍ଟ୍ରୋଲ ଡିଲରଙ୍କଠାରୁ 20ହଜାର ଟଙ୍କା ନେଇ ଯୋଗାଣ ନିରୀକ୍ଷକଙ୍କୁ ଦେଉଥିଲେ । ଏହି ସମୟରେ ସେଠାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଖୋର୍ଦ୍ଧା, ନୟାଗଡ ଓ ଭୁବନେଶ୍ବର ଭିଜିଲାନ୍ସ ଟିମ ମିଳିତ ଭାବେ ଚଢାଉ କରି ଯୋଗାଣ ନିରୀକ୍ଷକଙ୍କୁ ଗିରଫ କରିଥିଲେ । ଏଥିସହ ତାଙ୍କଠାରୁ ନଗଦ ଟଙ୍କା ମଧ୍ୟ ଜବତ କରିଛି ଟିମ ।

ସେପଟେ ପ୍ରତି ମାସରେ କିରୋସିନ ଉଠାଣ ଅନୁମତି ପାଇଁ ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିହାରୀ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି । ଏନେଇ ମାର୍ଶାଲିନଙ୍କ ଡୁମୁଡୁମାସ୍ଥିତ ବାସଭବନରେ ରେଡ଼ ଚାଲିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Intro:ଭିଜିଲାନ୍ସ ଦ୍ୱାରା ଖୋର୍ଦ୍ଧା ଯୋଗାଣ ନିରୀକ୍ଷକ ଗିରଫ

Body:ଖୋର୍ଦ୍ଧା ବ୍ଲକର ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିହାରି ଜଣେ ଡିଲରଙ୍କ ଠାରୁ କିରୋସିନ ଉଠାଣ ପାଇଁ ଅନୁମତି ଦେବାକୁ 20 ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ସୂଚନା ଅନୁଯାଇ ପଲ୍ଲା ଅଂଚଳର ଡିଲର ଅମ୍ବିକା ପ୍ରଶାଦ ଦାସ ପ୍ରାୟ 16ଜଣ କଣ୍ଟ୍ରୋଲ ଡିଲରଙ୍କ ଠାରୁ 20ହଜାର ଟଙ୍କା ନେଇ ଯୋଗାଣ ନିରୀକ୍ଷକଙ୍କୁ ଦେଉଥିବା ବେଳେ ସେଠାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଖୋର୍ଦ୍ଧା,ନୟାଗଡ,ଭୁବନେଶ୍ୱର ଭିଜିଲାନ୍ସ ଟିମର ମିଳିତ ଭାବେ ଚଢ଼ାଉ କରି ଯୋଗାଣ ନିରୀକ୍ଷକଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ନଗଦ ଟଙ୍କା ଜବତ କରିଛନ୍ତି । ଏହିପରି ପ୍ରତି ମାସରେ କିରୋସିନ ଉଠାଣ ଅନୁମତି ପାଇଁ ଖୋର୍ଦ୍ଧା ବ୍ଲକର ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିହାରି ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି । ସେହିପରି ମାର୍ଶାଲିନଙ୍କ ଡୁମୁଡୁମା ସ୍ଥିତ ବାସଭବନ ରେଡ଼ ଚାଲିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି ।

Conclusion:ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଈଟିଭି ଭାରତ
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.