ETV Bharat / state

ଖୋର୍ଦ୍ଧା ପୌରାଞ୍ଚଳର 3ନଂ ୱାର୍ଡ କଣ୍ଟେନମେଣ୍ଟ ଜୋନ - ପୋୖରାଞ୍ଚଳର 3ନଂ ୱାର୍ଡ

ଖୋର୍ଦ୍ଧା ଜିଲ୍ଲାରେ ହୁ ହୁ ହୋଇ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ଆକ୍ରାନ୍ତଙ୍କ ବୃଦ୍ଧି ଜିଲ୍ଲା ପ୍ରଶାସନର ମୁଣ୍ଡବିନ୍ଧାର ପାଲଟିଥିବା ବେଳେ ଶନିବାର ଖୋର୍ଦ୍ଧା ପୌରାଞ୍ଚଳର 3ନଂ ୱାର୍ଡକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

containment zone
ଖୋର୍ଦ୍ଧା ପୋୖରାଞ୍ଚଳର 3ନଂ ୱାର୍ଡକୁ କଣ୍ଟେନମେଣ୍ଟ ଜୋନ ଘୋଷଣା
author img

By

Published : Jul 18, 2020, 3:57 PM IST

ଖୋର୍ଦ୍ଧା: ରାଜ୍ୟରେ କୋରୋନା ମାମଲା ଥମିବାର ନାମ ନେଉନାହିଁ । ଏହା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ହୁ ହୁ ହୋଇ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ଆକ୍ରାନ୍ତଙ୍କ ବୃଦ୍ଧି ଜିଲ୍ଲା ପ୍ରଶାସନର ମୁଣ୍ଡବିନ୍ଧାର ପାଲଟିଥିବା ବେଳେ ଶନିବାର ଖୋର୍ଦ୍ଧା ପୌରାଞ୍ଚଳର 3ନଂ ୱାର୍ଡକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

containment zone
ଖୋର୍ଦ୍ଧା ପୋୖରାଞ୍ଚଳର 3ନଂ ୱାର୍ଡକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଶନିବାର ପୁଣି ଖୋର୍ଦ୍ଧା ପୌରାଞ୍ଚଳର 3ନଂ ୱାର୍ଡରୁ ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଉକ୍ତ ଅଞ୍ଚଳରୁ କୋରୋନା ପଜିଟିଭ ଚିହ୍ନଟ ହେବାପରେ ଜିଲ୍ଲାପାଳ ଉକ୍ତ ଅଞ୍ଚଳକୁ ଶନିବାର ସକାଳ 7ଟାରୁ ଆସନ୍ତା 21 ତାରିଖ ସକାଳ 7ଟା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି ।

ସେହିପରି ଉକ୍ତ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ଘରୋଇ ଅନୁଷ୍ଠାନକୁ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଘୋଷଣା ହୋଇଥିବା କଣ୍ଟେନମେଣ୍ଟ ଅଞ୍ଚଳକୁ ଯେଭଳି କୌଣସି ବ୍ୟକ୍ତି ପ୍ରବେଶ ଓ ପ୍ରସ୍ଥାନ କରି ନପାରିବେ ସେଥିପାଇଁ ବ୍ୟାରିକେଡ କରାଯାଇ ଉକ୍ତ ଅଞ୍ଚଳକୁ ସିଲ୍ ନିର୍ଦ୍ଦେଶ ଦିଆଯାଇଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.