ETV Bharat / state

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଶାସନିକ ସେବା ଅଧିକାରୀଙ୍କ 1 କୋଟି ଦାନ

କୋରୋନା ସହାୟତା ପାଇଁ ଆଗେଇ ଆସିଛନ୍ତି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀ ତଥା ବେସରକାରୀ ଅନୁଷ୍ଠାନର କର୍ମଚାରୀମାନେ । ଶନିବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଗୋଟିଏ ଦିନର ଦରମା ଦାନ କରିଛନ୍ତି ଏହି ଅଧିକାରୀମାନେ ।

author img

By

Published : May 9, 2020, 6:09 PM IST

cm relief fund, khurdha latest news, khurdha civil services officers, civil services officers donates to cm relief fund, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ, ଖୋର୍ଦ୍ଧା ଲାଟେଷ୍ଟ ନ୍ୟୁଜ୍‌, ଖୋର୍ଦ୍ଧା ପ୍ରଶାସନିକ ସେବା ଅଧିକାରୀ, ପ୍ରଶାସନିକ ସେବା ଅଧିକାରୀଙ୍କ କୋରୋନା ସହାୟତା
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଶାସନିକ ସେବା ଅଧିକାରୀଙ୍କ 1 କୋଟି ଦାନ

ଖୋର୍ଦ୍ଧା: କୋରୋନା ସହାୟତା ପାଇଁ ଆଗେଇ ଆସିଛନ୍ତି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ପ୍ରଶାସନିକ ଅଧିକାରୀ ତଥା ବେସରକାରୀ ଅନୁଷ୍ଠାନର କର୍ମଚାରୀମାନେ । ଶନିବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଗୋଟିଏ ଦିନର ଦରମା ଦାନ କରିଛନ୍ତି ଏହି ଅଧିକାରୀମାନେ । ଏନେଇ ରିଲିଫ ପାଣ୍ଠିକୁ 1 କୋଟି ଟଙ୍କାର ଏକ ଚେକ ପ୍ରଦାନ କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ସୀତାଂଶୁ କୁମାର ରାଉତ ।

ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତ ଏବଂ ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିକୁ ଏହି ଅର୍ଥ ରାଶି ଦାନ କରିଛନ୍ତି । ଏହି କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଜିଲ୍ଲାରେ କାର୍ଯ୍ୟରତ ଅନ୍ୟ ଅଧିକାରୀମାନେ ମଧ୍ୟ ସେମାନଙ୍କର ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ଦାନ କରିବେ ବୋଲି ଜିଲ୍ଲାପାଳ କହିଛନ୍ତି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.