ETV Bharat / state

ବେଗୁନିଆ ବ୍ଲକର 2ଟି ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲ୍ଲାପାଳ - corona

ବେଗୁନିଆ ବ୍ଲକ ବଡ଼ବେରଣା ଗ୍ରାମ ପଞ୍ଚାୟତର ଗୋବିନ୍ଦପୁର ଗ୍ରାମରୁ ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ। ଏହାପରେ ବଡ଼ବେରଣା ଏବଂ ଗୋବିନ୍ଦପୁର ଗ୍ରାମକୁ 72 ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

ବେଗୁନିଆ ବ୍ଲକର 2ଟି ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲ୍ଲାପାଳ

author img

By

Published : Jul 14, 2020, 8:22 AM IST

ଖୋର୍ଦ୍ଧା: ବେଗୁନିଆ ବ୍ଲକ ବଡ଼ବେରଣା ଗ୍ରାମ ପଞ୍ଚାୟତର ଗୋବିନ୍ଦପୁର ଗ୍ରାମରୁ ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ। ଏହାପରେ ବଡ଼ବେରଣା ଏବଂ ଗୋବିନ୍ଦପୁର ଗ୍ରାମକୁ 72 ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

ଆକ୍ରାନ୍ତ ଯୁବକ ଜଣକ ହୋମ କ୍ଵାରେଣ୍ଟାଇନରେ ରହିଥିବା ବେଳେ ସ୍ଥାନୀୟ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଥିଲା। ଏହା ପରେ ପ୍ରଶାସନ ପକ୍ଷରୁ 13 ତାରିଖ ସନ୍ଧ୍ୟା 7ଟା ଠାରୁ 16 ତାରିଖ ସନ୍ଧ୍ୟା 7ଟା ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ ଘୋଷଣା ହୋଇଛି ।

ବେଗୁନିଆ ବ୍ଲକର 2ଟି ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲ୍ଲାପାଳ
ବେଗୁନିଆ ବ୍ଲକର 2ଟି ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲେ ଜିଲ୍ଲାପାଳ

କଣ୍ଟେନମେଣ୍ଟ ଜୋନ ଘୋଷଣା ପରେ ଗ୍ରାମକୁ ବାହାର ଲୋକଙ୍କ ପ୍ରବେଶ ଓ ପ୍ରସ୍ଥାନ ଉପରେ କଟକଣା ଲାଗିଛି । ଉକ୍ତ ଗ୍ରାମରେ ଥିବା ସମସ୍ତ ସରକାରୀ ଏବଂ ଘରୋଇ କାର୍ଯ୍ୟାଳୟ ସହ ଦୋକାନ ବଜାର ବନ୍ଦ ନିର୍ଦେଶ ଦିଆଯାଇଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.