ETV Bharat / state

ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ନେଇ ମନ୍ତ୍ରୀଙ୍କ ବୈଠକ - minister meeting held on khurdha collector office

ଖୋର୍ଦ୍ଧା ଜିଲ୍ଲାପାଳ ସିତାଂଶୁ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ସମସ୍ତ ଉଚ୍ଚପଦସ୍ଥ ପ୍ରଶାସନିକ ଅଧିକାରୀ ଯୋଗ ଦେଇଥିଲେ । ଏହି ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରାଯିବା ସହ ସରକାରଙ୍କର ବିଭିନ୍ନ ଯୋଜନାର ସୁଫଳ କିପରି ଜନସାଧରରଣ ପାଇପାରିବେ ସେ ବିଷୟରେ ଆଲୋଚନା ହୋଇଥିଲା ।

ଫଟୋ ସୌଜନ୍ୟ:ପ୍ରତିନିଧି, ଖୋର୍ଦ୍ଧା
author img

By

Published : Sep 24, 2019, 11:37 PM IST

ଖୋର୍ଦ୍ଧା: ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ନେଇ ବୈଠକ । ଖୋର୍ଦ୍ଧା ଜିଲ୍ଲାପାଳ ସିତାଂଶୁ ରାଉତ ଏହି ବୈଠକକୁ ପରିଚାଳନା କରିଥିବା ବେଳେ ଜିଲ୍ଲାର ସମସ୍ତ ଉଚ୍ଚପଦସ୍ଥ ପ୍ରଶାସନିକ ଅଧିକାରୀ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ ।

ଭିଡିଓ ସୌଜନ୍ୟ:ପ୍ରତିନିଧି, ଖୋର୍ଦ୍ଧା

ଏହି ବୈଠକରେ ଶିଳ୍ପ ,ଶକ୍ତି,ଏମଏସଏମଇ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା,ଖୋର୍ଦ୍ଧା, ବାଲିଅନ୍ତା, ଜଟଣୀ,ଭୁବନେଶ୍ବର ମଧ୍ୟ ଏବଂ ଚିଲିକା ବିଧାୟକ ଉପସ୍ଥିତ ଥିଲେ ।

ଚାଲିଥିବା ଏହି ବୈଠକରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରାଯିବା ସହ ସରକାରଙ୍କର ବିଭିନ୍ନ ଯୋଜନାର ସୁଫଳ କିପରି ଜନସାଧରରଣ ପାଇପାରିବେ ସେ ବିଷୟରେ ଆଲୋଚନା ହୋଇଥିଲା ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Intro:ମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

Body:ଖୋର୍ଦ୍ଧା : ଜିଲାପାଳଙ୍କ ସମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଶିଳ୍ପ ,ଶକ୍ତି,ଏମଏସଏମଇ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର,ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା,
ଖୋର୍ଦ୍ଧା, ବାଲିଅନ୍ତା, ଜଟଣୀ,ଭୁବନେଶ୍ୱର ମଧ୍ୟ ଏବଂ ଚିଲିକା ବିଧାୟକ ଉପସ୍ଥିତ ଥିଲେ । ଖୋର୍ଦ୍ଧା ଜିଲ୍ଲାପାଳ ସିତାଂଶୁ ରାଉତ ଏହି ବୈଠକକୁ ପରିଚାଳନା କରିଥିବା ବେଳେ ଜିଲ୍ଲାର ସମସ୍ତ ଉଚ୍ଚପଦସ୍ତ ପ୍ରଶାସନିକ ଅଧିକାରୀ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ । ଏହି ବୈଠକରେ ଜିଲାର ବିଭିନ୍ନ ଉର୍ଣ୍ଣୟନ ମୂଳକ କାର୍ଯ୍ୟର ସମୀକ୍ଷା କରାଯିବା ସହ ସରକାରଙ୍କର ବିଭିନ୍ନ ଯୋଜନାର ସୁଫଳ କିପରି ଜନସାଧରରଣ ପାଇପାରିବେ ସେ ବିଷୟରେ ଆଲୋଚନା ହୋଇଥିଲା ।Conclusion:ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଈଟିଭି ଭାରତ
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.