ଭୁବନେଶ୍ବର: ''ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ମୃତ୍ୟୁ ପରେ ଓଡ଼ିଶା ବିଜେପିର କିଛି ନେତା ତାଙ୍କୁ ନିନ୍ଦିତ କରିବାକୁ ଉଦ୍ୟମ କରୁଛନ୍ତି । ଏହା ଆମ ହିନ୍ଦୁ ପରମ୍ପରା ଓ ଓଡ଼ିଆ ସଂସ୍କୃତିରେ ଆଦୌ ଗ୍ରହଣୀୟ ନୁହେଁ । ରାଜନୈତିକ ଉଦ୍ଦେଶ୍ୟ ରଖି ଦିବଂଗତ ନେତାଙ୍କ ଉପରେ କଟୁ ମନ୍ତବ୍ୟ ଦେବାରୁ ଆପଣଙ୍କ ଦଳର ନେତାଙ୍କୁ ନିବୃତ୍ତ ରଖନ୍ତୁ ।'' କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟ୍ବିଟ୍ କରି ଏପରି ଅନୁରୋଧ କରିଛନ୍ତି ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ।
-
.@dpradhanbjp ବାବୁ,ଗତ କିଛି ଦିନ ହେଲା ଆପଣଙ୍କ ଦଳର କେତେକ ନେତା ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ତାଙ୍କୁ ନିନ୍ଦିତ କରିବାକୁ ଉଦ୍ୟମ କରୁଛନ୍ତି।ଏହା ଆମ ହିନ୍ଦୁ ପରମ୍ପରା ଓ ଓଡ଼ିଆ ସଂସ୍କୃତିରେ ଆଦୌ ଗ୍ରହଣୀୟ ନୁହେଁ। ଯେତେବେଳେ ମୋ ବାପାଙ୍କର ଦେହାନ୍ତ ହୋଇଥିଲା, ସେତେବେଳେ ମଧ୍ୟ ରାଜ୍ୟ ବିଜେପିର କିଛି ନେତା (1/4)
— Barsha Singh Bariha (@Barsha_bariha) March 10, 2023 " class="align-text-top noRightClick twitterSection" data="
">.@dpradhanbjp ବାବୁ,ଗତ କିଛି ଦିନ ହେଲା ଆପଣଙ୍କ ଦଳର କେତେକ ନେତା ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ତାଙ୍କୁ ନିନ୍ଦିତ କରିବାକୁ ଉଦ୍ୟମ କରୁଛନ୍ତି।ଏହା ଆମ ହିନ୍ଦୁ ପରମ୍ପରା ଓ ଓଡ଼ିଆ ସଂସ୍କୃତିରେ ଆଦୌ ଗ୍ରହଣୀୟ ନୁହେଁ। ଯେତେବେଳେ ମୋ ବାପାଙ୍କର ଦେହାନ୍ତ ହୋଇଥିଲା, ସେତେବେଳେ ମଧ୍ୟ ରାଜ୍ୟ ବିଜେପିର କିଛି ନେତା (1/4)
— Barsha Singh Bariha (@Barsha_bariha) March 10, 2023.@dpradhanbjp ବାବୁ,ଗତ କିଛି ଦିନ ହେଲା ଆପଣଙ୍କ ଦଳର କେତେକ ନେତା ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁ ପରେ ତାଙ୍କୁ ନିନ୍ଦିତ କରିବାକୁ ଉଦ୍ୟମ କରୁଛନ୍ତି।ଏହା ଆମ ହିନ୍ଦୁ ପରମ୍ପରା ଓ ଓଡ଼ିଆ ସଂସ୍କୃତିରେ ଆଦୌ ଗ୍ରହଣୀୟ ନୁହେଁ। ଯେତେବେଳେ ମୋ ବାପାଙ୍କର ଦେହାନ୍ତ ହୋଇଥିଲା, ସେତେବେଳେ ମଧ୍ୟ ରାଜ୍ୟ ବିଜେପିର କିଛି ନେତା (1/4)
— Barsha Singh Bariha (@Barsha_bariha) March 10, 2023
ବିଧାୟିକା ବର୍ଷା ଆହୁରି ଟ୍ବିଟ୍ କରିଛନ୍ତି ଯେ, ଯେତେବେଳେ ମୋ ବାପାଙ୍କର ଦେହାନ୍ତ ହୋଇଥିଲା, ସେତେବେଳେ ମଧ୍ୟ ରାଜ୍ୟ ବିଜେପିର କିଛି ନେତା ଠିକ୍ ଏମିତି ଆକ୍ଷେପ କରୁଥିଲେ । ମୋ ଚରିତ୍ର ଓ ବାହାଘରକୁ ନେଇ କୁତ୍ସାରଟନା କରୁଥିଲେ । ମୁଁ ସମସ୍ତଙ୍କୁ ହାତ ଯୋଡ଼ି ଯେତେ ଅନୁରୋଧ କଲେ ବି ସେମାନେ ଆକ୍ରୋଶମୂଳକ ଭାବେ ବ୍ୟକ୍ତିଗତ ଆକ୍ରମଣ ଜାରି ରଖିଥିଲେ । ଏହା ମୋତେ ଏବଂ ମୋ ପରିବାରକୁ ଗଭୀର ମାନସିକ ଆଘାତ ଦେଇଥିଲା ।
-
ସେତେବେଳେ ମୁଁ ଆପଣଙ୍କୁ ମଧ୍ୟ ଅନୁରୋଧ କରିଥିଲି,ଦୟାକରି ମୋତେ ଏପରି ଆକ୍ଷେପ କରିବାକୁ ଆପଣଙ୍କ ଦଳର ଏହି ନେତାମାନଙ୍କୁ ବାରଣ କରନ୍ତୁ। ତଥାପି ଆପଣ କିଛି କଲେନି, ବୋଧେ ଜାଣିଶୁଣି ନିରବ ରହିଲେ। ଏହା ମୋତେ ଖୁବ୍ ଦୁଃଖ ଦେଇଥିଲା।ଏବେ ସମାନ ଢଙ୍ଗରେ ସ୍ୱର୍ଗତ ନବକିଶୋର ଦାସଙ୍କ ଚରିତ୍ର ସଂଘାର ପାଇଁ ଯେଉଁ ଉଦ୍ୟମ ହେଉଛି,(3/4)
— Barsha Singh Bariha (@Barsha_bariha) March 10, 2023 " class="align-text-top noRightClick twitterSection" data="
">ସେତେବେଳେ ମୁଁ ଆପଣଙ୍କୁ ମଧ୍ୟ ଅନୁରୋଧ କରିଥିଲି,ଦୟାକରି ମୋତେ ଏପରି ଆକ୍ଷେପ କରିବାକୁ ଆପଣଙ୍କ ଦଳର ଏହି ନେତାମାନଙ୍କୁ ବାରଣ କରନ୍ତୁ। ତଥାପି ଆପଣ କିଛି କଲେନି, ବୋଧେ ଜାଣିଶୁଣି ନିରବ ରହିଲେ। ଏହା ମୋତେ ଖୁବ୍ ଦୁଃଖ ଦେଇଥିଲା।ଏବେ ସମାନ ଢଙ୍ଗରେ ସ୍ୱର୍ଗତ ନବକିଶୋର ଦାସଙ୍କ ଚରିତ୍ର ସଂଘାର ପାଇଁ ଯେଉଁ ଉଦ୍ୟମ ହେଉଛି,(3/4)
— Barsha Singh Bariha (@Barsha_bariha) March 10, 2023ସେତେବେଳେ ମୁଁ ଆପଣଙ୍କୁ ମଧ୍ୟ ଅନୁରୋଧ କରିଥିଲି,ଦୟାକରି ମୋତେ ଏପରି ଆକ୍ଷେପ କରିବାକୁ ଆପଣଙ୍କ ଦଳର ଏହି ନେତାମାନଙ୍କୁ ବାରଣ କରନ୍ତୁ। ତଥାପି ଆପଣ କିଛି କଲେନି, ବୋଧେ ଜାଣିଶୁଣି ନିରବ ରହିଲେ। ଏହା ମୋତେ ଖୁବ୍ ଦୁଃଖ ଦେଇଥିଲା।ଏବେ ସମାନ ଢଙ୍ଗରେ ସ୍ୱର୍ଗତ ନବକିଶୋର ଦାସଙ୍କ ଚରିତ୍ର ସଂଘାର ପାଇଁ ଯେଉଁ ଉଦ୍ୟମ ହେଉଛି,(3/4)
— Barsha Singh Bariha (@Barsha_bariha) March 10, 2023
ସେତେବେଳେ ମୁଁ ଆପଣଙ୍କୁ ମଧ୍ୟ ଅନୁରୋଧ କରିଥିଲି, ଦୟାକରି ମୋତେ ଏପରି ଆକ୍ଷେପ କରିବାକୁ ଆପଣଙ୍କ ଦଳର ଏହି ନେତାମାନଙ୍କୁ ବାରଣ କରନ୍ତୁ । ତଥାପି ଆପଣ କିଛି କଲେନି, ବୋଧେ ଜାଣିଶୁଣି ନୀରବ ରହିଲେ । ଏହା ମୋତେ ଖୁବ୍ ଦୁଃଖ ଦେଇଥିଲା । ଏବେ ସମାନ ଢଙ୍ଗରେ ସ୍ୱର୍ଗତ ନବକିଶୋର ଦାସଙ୍କ ଚରିତ୍ର ସଂହାର ପାଇଁ ଯେଉଁ ଉଦ୍ୟମ ହେଉଛି, ଏହାଦ୍ବାରା ତାଙ୍କ ଝିଅ ଓ ପରିବାରର ଅନ୍ୟ ସଦସ୍ୟମାନଙ୍କୁ କେତେ ମାନସିକ ଯନ୍ତ୍ରଣା ହେଉଥିବ, ତାହା ମୁଁ ଅନୁଭବ କରିପାରୁଛି । ତେଣୁ ଆପଣଙ୍କୁ ମୋର ଅନୁରୋଧ, ଅନ୍ତତଃ ପକ୍ଷେ ନୀରବ ରୁହନ୍ତୁ ନାହିଁ କି ଏହାକୁ ପରୋକ୍ଷ ଭାବେ ସମର୍ଥନ କରନ୍ତୁ ନାହିଁ । ଦୟାକରି ଆପଣଙ୍କ ଦଳର ନେତାମାନଙ୍କୁ କୁହନ୍ତୁ, ଜଣେ ମୃତ ବ୍ୟକ୍ତିଙ୍କ ସଂପର୍କରେ ସେମାନେ ଏପରି ହୀନ ମନ୍ତବ୍ୟ ଦେବାରୁ ନିଜକୁ କ୍ଷାନ୍ତ ରଖନ୍ତୁ ।
-
ତାହା ତାଙ୍କ ଝିଅ ଓ ପରିବାରର ଅନ୍ୟ ସଦସ୍ୟମାନଙ୍କୁ କେତେ ମାନସିକ ଯନ୍ତ୍ରଣା ହେଉଥିବ ? ତେଣୁ ଆପଣଙ୍କୁ ମୋର ଅନୁରୋଧ,ଅନ୍ତତଃ ପକ୍ଷେ ନିରବ ରୁହନ୍ତୁ ନାହିଁ କି ଏହାକୁ ପରୋକ୍ଷ ଭାବେ ସମର୍ଥନ କରନ୍ତୁ ନାହିଁ।ଦୟା କରି ଆପଣଙ୍କ ଦଳର ନେତାମାନଙ୍କୁ କୁହନ୍ତୁ, ମୃତ ବ୍ୟକ୍ତିଙ୍କ ସଂପର୍କରେ ଏପରି ହୀନ ମନ୍ତବ୍ୟ ଦେବାରୁ ନିଜକୁ କ୍ଷାନ୍ତ ରଖନ୍ତୁ।
— Barsha Singh Bariha (@Barsha_bariha) March 10, 2023 " class="align-text-top noRightClick twitterSection" data="
">ତାହା ତାଙ୍କ ଝିଅ ଓ ପରିବାରର ଅନ୍ୟ ସଦସ୍ୟମାନଙ୍କୁ କେତେ ମାନସିକ ଯନ୍ତ୍ରଣା ହେଉଥିବ ? ତେଣୁ ଆପଣଙ୍କୁ ମୋର ଅନୁରୋଧ,ଅନ୍ତତଃ ପକ୍ଷେ ନିରବ ରୁହନ୍ତୁ ନାହିଁ କି ଏହାକୁ ପରୋକ୍ଷ ଭାବେ ସମର୍ଥନ କରନ୍ତୁ ନାହିଁ।ଦୟା କରି ଆପଣଙ୍କ ଦଳର ନେତାମାନଙ୍କୁ କୁହନ୍ତୁ, ମୃତ ବ୍ୟକ୍ତିଙ୍କ ସଂପର୍କରେ ଏପରି ହୀନ ମନ୍ତବ୍ୟ ଦେବାରୁ ନିଜକୁ କ୍ଷାନ୍ତ ରଖନ୍ତୁ।
— Barsha Singh Bariha (@Barsha_bariha) March 10, 2023ତାହା ତାଙ୍କ ଝିଅ ଓ ପରିବାରର ଅନ୍ୟ ସଦସ୍ୟମାନଙ୍କୁ କେତେ ମାନସିକ ଯନ୍ତ୍ରଣା ହେଉଥିବ ? ତେଣୁ ଆପଣଙ୍କୁ ମୋର ଅନୁରୋଧ,ଅନ୍ତତଃ ପକ୍ଷେ ନିରବ ରୁହନ୍ତୁ ନାହିଁ କି ଏହାକୁ ପରୋକ୍ଷ ଭାବେ ସମର୍ଥନ କରନ୍ତୁ ନାହିଁ।ଦୟା କରି ଆପଣଙ୍କ ଦଳର ନେତାମାନଙ୍କୁ କୁହନ୍ତୁ, ମୃତ ବ୍ୟକ୍ତିଙ୍କ ସଂପର୍କରେ ଏପରି ହୀନ ମନ୍ତବ୍ୟ ଦେବାରୁ ନିଜକୁ କ୍ଷାନ୍ତ ରଖନ୍ତୁ।
— Barsha Singh Bariha (@Barsha_bariha) March 10, 2023
ନବ ଦାସ ହତ୍ୟକାଣ୍ଡକୁ ନେଇ ବିବାଦ ଧମିବାର ନାଁ ନେଉନାହିଁ । କିଛି ଦିନ ତଳେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ବଡ ବୟାନ ଦେଇଥିଲେ । ସେ କହିଥିଲେ ଯେ, ମୋ ପାଖରେ ତଥ୍ୟ ଅଛି ଅଭିଯୁକ୍ତ ଗୋପାଳ ନିଜ ଝିଆରୀକୁ ନେଇ ନବ ବାବୁଙ୍କ ପାଖକୁ ଯାଉଥିଲେ । ସେତେବେଳେ କ'ଣ ଅଘଟଣ ନ ଘଟିଥାଇପାରେ ବୋଲି କିଏ କହିବ । କଂଗ୍ରେସ ନେତାଙ୍କ ଏହି ବୟାନ ପରେ ଦିବଂଗତ ମନ୍ତ୍ରୀଙ୍କ ଝିଅ ଦୀପାଳି ଦାସ କଡା ପ୍ରତିକ୍ରିୟା ରଖିଥିଲେ ।
ଇଟିଭି ଭାରତ, ଭୁବନେଶ୍ବର