ETV Bharat / state

ବିଜେପି ବୁଦ୍ଧିଜୀବୀ ପ୍ରକୋଷ୍ଠ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା - ରାଜଭବନ ସମ୍ମୁଖରେ ଧାରଣା

ବିଜେପି ବୁଦ୍ଧିଜୀବୀ ପ୍ରକୋଷ୍ଠ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା । ନିମାପଡ଼ା ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣାରେ ଏବଂ ବହୁଚର୍ଚ୍ଚିତ ଯୌନ କେଳେଙ୍କାରୀ ବ୍ଲାକମେଲର ଅର୍ଚ୍ଚନା ନାଗ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି । ଅଧିକ ପଢନ୍ତୁ

ବିଜେପି ବୁଦ୍ଧିଜୀବି ପ୍ରକୋଷ୍ଠ ପକ୍ଷରୁ ରାଜଭବନ ସମ୍ମୁଖରେ  ଧାରଣା

author img

By

Published : Oct 27, 2022, 7:47 PM IST

ଭୁବନେଶ୍ବର: ବିଜେପି ବୁଦ୍ଧିଜୀବି ପ୍ରକୋଷ୍ଠ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା । ନିମାପଡ଼ା ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣାରେ ଏବଂ ବହୁଚର୍ଚ୍ଚିତ ଯୌନ କେଳେଙ୍କାରୀ ବ୍ଲାକମେଲର ଅର୍ଚ୍ଚନା ନାଗ ଘଟଣାରେ ସମ୍ପୃକ୍ତ ମନ୍ତ୍ରୀ ଏବଂ ବିଧାୟକମାନଙ୍କୁ ରାଜ୍ୟ ସରକାର ଓ ପୋଲିସ ଜାଣିଶୁଣି ଘଣ୍ଟ ଘୋଡାଉଛି । ଏହାର ପ୍ରତିବାଦରେ ବିଜେପି ବୁଦ୍ଧିଜୀବୀ ପ୍ରକୋଷ୍ଠ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା ଦିଆଯାଉଛି ।

ବିଜେପି ବୁଦ୍ଧିଜୀବୀ ପ୍ରକୋଷ୍ଠ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା

ଏଦୁଇ ଘଟଣାରେ ରାଜ୍ୟ ସରକାରଙ୍କ ନିରବତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବୁଦ୍ଧିଜୀବୀ ସମୂହ । ଜିଲ୍ଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାକୁ ନେଇ ବିଜେପି ବୁଦ୍ଧିଜୀବୀ ପ୍ରକୋଷ୍ଠର ଧାରଣା । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ସମ୍ପୃକ୍ତି ଅଭିଯୋଗ ଉପରେ ରାଜ୍ୟ ସରକାରଙ୍କ ନିରବତା ବିରୋଧରେ ରାଜଭବନ ସମ୍ମୁଖ ଧାରଣା ଦେଇଛି ବିଜେପି । ଧର୍ମେନ୍ଦ୍ର ସାହୁ ନିଜ ଆତ୍ମହତ୍ୟା ପୂର୍ବର ବୟାନରୁ ସମୀର ଦାସଙ୍କ ସମ୍ପୃକ୍ତିର ସୂଚନା ମିଳୁଛି । କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି ରାଜ୍ୟ ସରକାର । ମନ୍ତ୍ରୀ ସମୀର ଦାସଙ୍କୁ ମୁଖ୍ୟମନ୍ତ୍ରୀ ତୁରନ୍ତ ବହିଷ୍କାର କରିବା ପାଇଁ ଦାବି କରିଛି ବିଜେପି ବୁଦ୍ଧିଜୀବୀ ପ୍ରକୋଷ୍ଠ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.