ETV Bharat / state

Weather Update: ଆହୁରି 4 ଦିନ ଲାଗି ରହିବ ବର୍ଷା, 7 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

author img

By

Published : Jul 11, 2022, 8:42 AM IST

ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଏହି ବର୍ଷା ଜାରି ରହିବ । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ କେନ୍ଦ୍ରୀଭୂତ ଥିବା ଲଘୁଚାପ ପ୍ରଭାବରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଧିକ ପଢନ୍ତୁ

ଆଗାମୀ 4 ଦିନ ପର୍ଯ୍ୟନ୍ତ ଜାରି ରହିବ ବର୍ଷା, 7 ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଏହି ବର୍ଷା ଜାରି ରହିବ । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ କେନ୍ଦ୍ରୀଭୂତ ଥିବା ଲଘୁଚାପ ପ୍ରଭାବରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ । ଏହି ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ହେବାନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.