ETV Bharat / state

President To Visit Odisha: ଦୁଇ ଦିନିଆ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ - ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ । ଅଧିକ ପଢନ୍ତୁ

ଦୁଇ ଦିନିଆ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

author img

By

Published : Nov 2, 2022, 11:42 AM IST

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି(President Draupadi Murmu To Visit Odisha) । ଆସନ୍ତା 10 ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡିଶା ଆସିବେ । ମହାପ୍ରଭୁଙ୍କୁ ଦର୍ଶନ କରି 11 ତାରିଖରେ ଦିଲ୍ଲୀ ଫେରିଯିବେ । ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ରାଜଭବନ କାର୍ଯ୍ୟାଳୟକୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁ ପ୍ରଥମ ଥର ଲାଗି ଓଡ଼ିଶା ଗସ୍ତରେ ଆସୁଛନ୍ତି ।

ସୂଚନା ଅନୁଯାୟୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା 10 ତାରିଖରେ ଭୁବନେଶ୍ବରରେ ଆସି ପହଞ୍ଚିବେ । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ । ଓଡିଶା ଗସ୍ତରେ ଆସି ସେ ରାଜଭବନରେ ଅବସ୍ଥାନ କରିବେ । ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି 11 ତାରିଖରେ ସେ ଦିଲ୍ଲୀ ଫେରିଯିବେ । ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଭୁବନେଶ୍ବର ସାଂସଦ, ଭୁବନେଶ୍ବର ମେୟର, ମୁଖ୍ୟ ଶାସନ ସଚିବ, ପୋଲିସ ଡ଼ିଜି ଓ ପୋଲିସ କମିଶନର ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି ।

ଏହାମଧ୍ୟ ପଢନ୍ତୁ: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡିର ସମନ

ରାଷ୍ଟ୍ରପତିଙ୍କ ଗସ୍ତ ବାବଦରେ ରାଷ୍ଟ୍ରପତି ଭବନ ପକ୍ଷରୁ ଓଡ଼ିଶା ରାଜଭବନକୁ ସୂଚନା ଦିଆଯାଇଛି । 25 ଜୁଲାଇ 2022ରେ ଦ୍ରୌପଦୀ ମୁର୍ମୁ ପ୍ରଥମ ଜନଜାତି ମହିଳା ଭବେ ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.