ETV Bharat / state

ଶିକ୍ଷକଙ୍କ ବଦଳି ପ୍ରତିବାଦରେ ସ୍କୁଲଗେଟରେ ତାଲା - ଶିକ୍ଷକଙ୍କୁ ବଦଳି ପ୍ରତିବାଦରେ ସ୍କୁଲ ଫାଟକରେ ତାଲା

ଖୋର୍ଦ୍ଧା ବୋଲଗଡ଼ ବ୍ଲକ ଖାରଡ଼ପଲ୍ଲୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ବଦଳିକୁ ନେଇ ସ୍କୁଲରେ ତାଲା ପକାଇଛନ୍ତି ଅଭିଭାବକ ଓ ଗ୍ରାମବାସୀ ।

student protest
ସ୍କୁଲ ଫାଟକରେ ତାଲା
author img

By

Published : Dec 19, 2019, 7:26 PM IST

ଖୋର୍ଦ୍ଧା: ଶିକ୍ଷକ ବଦଳିକୁ ନେଇ ସ୍କୁଲରେ ତାଲା ପକାଇଲେ ଅଭିଭାବକ ଓ ଗ୍ରାମବାସୀ । ଖୋର୍ଦ୍ଧା ବୋଲଗଡ଼ ବ୍ଲକ ଖାରଡ଼ପଲ୍ଲୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କ ବଦଳିକୁ ନେଇ ସ୍କୁଲରେ ତାଲା ପକାଇଛନ୍ତି ଅଭିଭାବକ ଓ ଗ୍ରାମବାସୀ ।

ସ୍କୁଲ ଫାଟକରେ ତାଲା

ବ୍ଲକ ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ତ୍ରୁଟିପୂର୍ଣ୍ଣ ନିଷ୍ପତି କାରଣରୁ ଦେଖାଦେଇଛି ଜନ ଅସନ୍ତୋଷ । ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ 96ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି । ମାତ୍ର ଏହି ସ୍କୁଲରେ ଅଳ୍ପଦିନ କାର୍ଯ୍ୟ କରିବା ପରେ କାର୍ଯ୍ୟରତ ପ୍ରଧାନଶିକ୍ଷକଙ୍କୁ ବଦଳି କରାଯାଇ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା ।

ମାତ୍ର ପୁନର୍ବାର ନୂତନ ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ଏଠାରୁ ବଦଳି କରାଯିବାରୁ ତେଜିଛି ଜନ ଅସନ୍ତୋଷ । ଆଜି (ଗୁରୁବାର)ଶିକ୍ଷକଙ୍କ ବଦଳିକୁ ବିରୋଧ କରି ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଏକାଠି ହୋଇ ସ୍କୁଲର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଥିବା ଜଣାପଡିଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Intro:ସ୍କୁଲ ଫାଟକରେ ତାଲା ପକାଇଲେ ଛାତ୍ରଛାତ୍ରୀ ଓ ଅଭିଭାବକ

Body:ଖୋର୍ଦ୍ଧା : ବୋଲଗଡ଼ ବ୍ଲକ ଖାରଡ଼ପଲ୍ଲୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ବଦଳିକୁ ନେଇ ସ୍କୁଲରେ ତାଲା ପକାଇଲେ ଅଭିଭାବକ ଓ ଗ୍ରାମବାସୀ । ବ୍ଲକ ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ତୁଟିପୂର୍ଣ ନିଷ୍ପତି କାରଣରୁ ଦେଖାଦେଇଛି ଜନ ଅସନ୍ତୋଷ । ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ 96ଜଣ ଛାତ୍ର ଛାତ୍ରୀ ଅଧ୍ୟୟନ କରୁଛନ୍ତି । ମାତ୍ର ଏହି ସ୍କୁଲରେ ଅଳ୍ପ ଦିନ କାର୍ଯ୍ୟ କରିବା ପରେ କାର୍ଯ୍ୟରତ ପ୍ରଧାନଶିକ୍ଷକ ଙ୍କୁ ବଦଳି କରାଯାଇ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା । ମାତ୍ର ପୁନର୍ବାର ନୂତନ ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ଏଠାରୁ ବଦଳି କରାଯିବାରୁ ତେଜିଛି ଜନ ଅସନ୍ତୋଷ । ଆଜି ଶିକ୍ଷକଙ୍କ ବଦଳିକୁ ବିରୋଧ କରି ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଏକାଠି ହୋଇ ସ୍କୁଲର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି ।

Conclusion:ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଈଟିଭି ଭାରତ
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.