ETV Bharat / state

Jajpur Train Mishap: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯାଉ କହିଲେ ଶରତ

ମୃତକଙ୍କ ପରିବାରକୁ 10 ଲକ୍ଷ ଟଙ୍କା ଦିଆଯାଉ ବୋଲି କହିଛନ୍ତି ଶରତ ପଟ୍ଟନାୟକ । ଅଧିକ ପଢନ୍ତୁ

Jajpur Train Mishap: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯାଉ; ଶରତ

author img

By

Published : Nov 21, 2022, 11:06 PM IST

ଭୁବନେଶ୍ବର: କୋରେଇ ରେଳ ଷ୍ଟେସନରେ ଟ୍ରେନ ଦୁର୍ଘଟଣା । ରେଳ ଦୁର୍ଘଟଣାକୁ ନେଇ ମୃତକଙ୍କ ପରିବାରକୁ 10 ଲକ୍ଷ ଟଙ୍କା ଦିଆଯାଉ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି ।

ତେବେ ସୂଚନା ଅନୁଯାୟୀ, ଯାଜପୁର ଜିଲ୍ଲାର କୋରେଇ ରେଳ ଷ୍ଟେସନ ଠାରେ ହୋଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ପିସିସି ସଭାପତି ଶରତ ପଟ୍ଟନାୟକ ଉଦବେଗ ପ୍ରକାଶ କରିବା ସହ ମୃତକ ଙ୍କ ପାଇଁ ଅମର ଆତ୍ମାର ସଦଗତି କାମନା କରିଛନ୍ତି ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଅନ୍ୟପଟେ ଏନେଇ ପ୍ରତ୍ୟେକ ମୃତକ ଙ୍କ ପରିବାରଙ୍କୁ ୧୦ ଲକ୍ଷ ଟଙ୍କା ତୁରନ୍ତ ସହାୟତା ରାଶି ପ୍ରଦାନ ପାଇଁ ସରକାରଙ୍କ ନିକଟରେ ଦାବି ରଖିଲେ ପିସିସି ସଭାପତି।

ସେହିପରି ପ୍ରତ୍ୟେକ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ମୃତକ ଙ୍କ ପରିବାରକୁ ସରକାର ତୁରନ୍ତ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତ ରାଶି ପ୍ରଦାନ ଏବଂ ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବା ପାଇଁ ଦାବି କରିଛନ୍ତି । ଏପରି ଏକ ଅଭାବନୀୟ ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା ତାହାର ଉଚ୍ଚସ୍ତରୀୟ ତଦନ୍ତ ମଧ୍ୟ ଦାବି କରିଛନ୍ତି ଶରତ ପଟ୍ଟନାୟକ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.