ETV Bharat / state

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ସେସୁ କାର୍ଯ୍ୟାଳୟ ଘେରାଉ - ସେସୁ କାର୍ଯ୍ୟାଳୟ ଘେରାଉ

ଖୋର୍ଦ୍ଧା ଜିଲ୍ଲା କଳାପଥର ବିଦ୍ୟୁତ ବିଭାଗ ଅଧୀନରେ ଥିବା ଅନେକ ଗ୍ରାମରେ ଅଘୋଷିତ ବିଦ୍ୟୁତ କାଟ ହେଉଛି । ଏହାର ପ୍ରତିବାଦ କରି ସୋମବାର ସ୍ଥାନୀୟ ଲୋକେ ଏକତ୍ରିତ ହୋଇ ବାଘମାରି ସେସୁ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ସେସୁ କାର୍ଯ୍ୟାଳୟ ଘେରାଉ
author img

By

Published : Oct 14, 2019, 2:47 PM IST

ଖୋର୍ଦ୍ଧା: ବିଦ୍ୟୁତ ବିଭାଗର ମନମୁଖୀ କାର୍ଯ୍ୟ ବିରୋଧରେ ତାତିଲେ ସ୍ଥାନୀୟ ବାସିନ୍ଦା । ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲା କଳାପଥର ବିଦ୍ୟୁତ ବିଭାଗ ଅଧୀନରେ ଥିବା ଅନେକ ଗ୍ରାମରେ ଅଘୋଷିତ ବିଦ୍ୟୁତ କାଟ କରାଯାଉଛି । ଏମିତିକି ଦୈନିକ 8ରୁ 10 ଘଣ୍ଟା ବିଦ୍ୟୁତ କାଟ କରାଯାଉଛି। ଯେଉଁଥିପାଇଁ ବିଦ୍ୟୁତ ଉପଭୋକ୍ତା ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି ।

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ସେସୁ କାର୍ଯ୍ୟାଳୟ ଘେରାଉ

ଏହାର ପ୍ରତିବାଦ କରି ସୋମବାର ସ୍ଥାନୀୟ ଲୋକେ ଏକତ୍ରିତ ହୋଇ ବାଘମାରି ସେସୁ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏହାସହ ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଖୁବଶୀଘ୍ର ଏହାର ସମାଧାନ କରାନଗଲେ ଆଗାମୀ ଦିନରେ ରାଜରାସ୍ତା ଅବରୋଧ କରାଯିବ ବୋଲି ଚେତାବନୀ ଦେଇଛନ୍ତି ସ୍ଥାନୀୟ ଲୋକେ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Intro:ଅଘୋଷିତ ବିଦ୍ୟୁତକାଟ ପ୍ରତିବାଦରେ ସେସୁ କାର୍ଯ୍ୟାଳୟ ଘେରାଉ

Body:ଖୋର୍ଦ୍ଧା : ବିଦ୍ୟୁତ ବିଭାଗର ମାନମୁଖୀ କାର୍ଯ୍ୟ ବିରୁଦ୍ଧରେ ତାତିଲେ ସ୍ଥାନୀୟ ବାସିନ୍ଦା । ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲା କଳାପଥର ବିଦ୍ୟୁତ ବିଭାଗ ଅଧୀନରେ ଥିବା ଅନେକ ଗ୍ରାମରେ ଅଘୋଷିତ ବିଦ୍ୟୁତ କାଟ କରାଯାଉଛି । ଏମିତିକି ଦୈନିକ ଆଠ ରୁ ଦଶ ଘଣ୍ଟା ବିଦ୍ୟୁତକାଟ କରାଯାଉଛି । ଜାହାପାଇଁ ବିଦ୍ୟୁତ ଉପଭୋକ୍ତା ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହାର ପ୍ରତିବାଦ କରି ଆଜି ସ୍ଥାନୀୟ ଲୋକମାନେ ଏକତ୍ରିତ ହୋଇ ବାଘମାରି ସେସୁ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଅତିଶୀଘ୍ର ଏହାର ସମାଧାନ କରାନଗଲେ ଆଗାମୀ ଦିନରେ ରାଜରାସ୍ତା ଅବରୋଧ କରାଯିବ ବୋଲି ଚେତାବନୀ ଦେଇଛନ୍ତି ।

Conclusion:ବାଇଟ1-ଶିଶିର କୁମାର ଆଚାର୍ଯ୍ୟ, ସ୍ଥାନୀୟ ଲୋକ
2-ମନୋଜ ପାତ୍ର, ସହକାରୀ ଯନ୍ତ୍ରୀ, ସେସୁ

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଈଟିଭି ଭାରତ
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.