ETV Bharat / state

ଟ୍ରକକୁ ଧକ୍କା ଦେଲା ବସ୍‌, ଜଣେ ମୃତ ଓ 10ରୁ ଅଧିକ ଆହତ

author img

By

Published : Jul 12, 2022, 9:41 AM IST

Updated : Jul 12, 2022, 11:14 AM IST

କୋଲକାତା-ଚେନ୍ନାଇ 16ନଂ ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧା ଛକ ନିକଟରେ ମର୍ମନ୍ତୁନ୍ଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 10ରୁ ଅଧିକ ଆହତ ହୋଇଛନ୍ତି । ଅଧିକ ପଢ଼ନ୍ତୁ

severe road accident in khordha
ଟ୍ରକକୁ ଧକ୍କା ଦେଲା ବସ, ଜଣେ ମୃତ ଓ 10ରୁ ଉର୍ଦ୍ଧ୍ବ ଆହତ

ଖୋର୍ଦ୍ଧା: କୋଲକାତା-ଚେନ୍ନାଇ 16ନଂ ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧା ଛକ ନିକଟରେ ମର୍ମନ୍ତୁନ୍ଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 10ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଟ୍ରକକୁ ଧକ୍କା ଦେଲା ବସ୍‌

ସୂଚନା ଅନୁଯାୟୀ ଭୁବନେଶ୍ୱରରୁ ଭଞ୍ଜନଗର ଅଭିମୁଖେ ଯାଉଥିବା ଏକ ଘରୋଇ ବସ ଗଡ଼ଖୋର୍ଦ୍ଧା ଛକ ନିକଟରେ ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ବସ୍‌ରେ ଥିବା ଜଣେ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି ଏବଂ ପ୍ରାୟ 10ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖବର ପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଇଟିଭି ଭାରତ, ଖୋର୍ଦ୍ଧା

Last Updated : Jul 12, 2022, 11:14 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.