ETV Bharat / state

ଶ୍ରୀମନ୍ଦିର କାର୍ଯ୍ୟାଳୟଠାରୁ ଶ୍ରୀମନ୍ଦିରର ସିଂହଦ୍ଵାର ସମ୍ମୁଖ ରାସ୍ତା 15 ଦିନ ବନ୍ଦ

author img

By

Published : Jan 6, 2023, 10:11 PM IST

ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ସହଯୋଗ କରିବା ନେଇ ଗତକାଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ବ୍ୟବସାୟୀକ ପ୍ରତିଷ୍ଠାନ ସହ ଆଲୋଚନା କରିଥିଲେ। ଶ୍ରୀମନ୍ଦିରର ସିଂହଦ୍ଵାର ସମ୍ମୁଖ ରାସ୍ତା 15 ଦିନ ବନ୍ଦ ରହିବ । ଅଧିକ ପଢନ୍ତୁ

ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରୁ ଶ୍ରୀମନ୍ଦିରର ସିଂହଦ୍ଵାର ସମ୍ମୁଖ ରାସ୍ତା 15 ଦିନ ବନ୍ଦ

ପୁରୀ: ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟଠାରୁ ଶ୍ରୀମନ୍ଦିରର ସିଂହଦ୍ଵାର ସମ୍ମୁଖ ପର୍ଯ୍ୟନ୍ତ ରାସ୍ତାକୁ 15 ଦିନ ଯାଏଁ ବନ୍ଦ କଲା ପ୍ରଶାସନ । ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଚାଲିଥିବାରୁ ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଆଜିଠାରୁ ବନ୍ଦ ରହିଛି ଏହି ରାସ୍ତା । ଉଭୟ ପାର୍ଶ୍ଵରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନକୁ ମଧ୍ୟ ବନ୍ଦ ରଖାଯାଇଛି ।

ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ସହଯୋଗ କରିବା ନେଇ ଗତକାଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ବ୍ୟବସାୟିକ ପ୍ରତିଷ୍ଠାନ ସହ ଆଲୋଚନା କରିଥିଲେ । ବ୍ୟବସାୟୀଙ୍କ ସହମତିରେ ଦୋକାନ ବନ୍ଦ ରଖାଯାଇଥିବା ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ। ତେବେ ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଥିବା ବେଳେ ଐତିହ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ମଧ୍ୟ ଜୋରସୋରରେ ଆଗେଇ ଚାଲିଛି । ଏହି ନିର୍ମାଣ କାର୍ଯ୍ୟ ସରିବା ପରେ ମହାପ୍ରଭୁଙ୍କ ଦର୍ଶନରେ ଆସୁଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଆଉ ହଇରାଣ, ହରକତ ହେବେ ନାହିଁ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.